2 Kings 22:19 — Compare Translations

4 translations compared side by side

Odia - 1840
"ଭୟଙ୍କର ଜିନିଷ ଏହି ନିବାସୀ ଓ ଏହି ସ୍ଥାନ ରେ ଘଟିବ। ଏହାଶୁଣି ତୁମ୍ଭର ହୃଦଯ କୋମଳ ହେଲା। ତୁମ୍ଭେ ସଦାପ୍ରଭୁଙ୍କ ଛାମୁ ରେ ନିଜକୁ ନମ୍ର କଲ ଓ ନିଜ ବସ୍ତ୍ର ଚିରିଲ ଓ ମାେ ଛାମୁ ରେ କ୍ରନ୍ଦନ କଲ। ଏଣୁ ମୁଁ ତୁମ୍ଭର ବିନତି ଶୁଣିଲି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହା ଶୁଣି ତୁମ୍ଭର ଅନ୍ତଃକରଣ କୋମଳ ହେଲା, ତୁମ୍ଭେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ନମ୍ର କଲ ଓ ଆପଣା ବସ୍ତ୍ର ଚିରିଲ ଓ ଆମ୍ଭ ଛାମୁରେ ରୋଦନ କଲ, ଏହେତୁ ଆମ୍ଭେ ମଧ୍ୟ ତୁମ୍ଭ କଥା ଶୁଣିଲୁ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି କଥା ଶୁଣି ତୁମ୍ଭର ଅନ୍ତଃକରଣ କୋମଳ ହେଲା, ତୁମ୍ଭେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ନମ୍ର କଲ ଓ ଆପଣା ବସ୍ତ୍ର ଚିରିଲ ଓ ଆମ୍ଭ ଛାମୁରେ ରୋଦନ କଲ, ଏହେତୁ ଆମ୍ଭେ ମଧ୍ୟ ତୁମ୍ଭ କଥା ଶୁଣିଲୁ।
Odia IRV 2017 (ଓଡିଆ ବାଇବେଲ)
ଏହି କଥା ଶୁଣି ତୁମ୍ଭର ଅନ୍ତଃକରଣ କୋମଳ ହେଲା, ତୁମ୍ଭେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ନମ୍ର କଲ ଓ ଆପଣା ବସ୍ତ୍ର ଚିରିଲ ଓ ଆମ୍ଭ ଛାମୁରେ ରୋଦନ କଲ, ଏହେତୁ ଆମ୍ଭେ ମଧ୍ୟ ତୁମ୍ଭ କଥା ଶୁଣିଲୁ।