2 Kings 22:2 — Compare Translations
5 translations compared side by side
Odia - 1840
"ଯୋଶିୟଯ ସଦାପ୍ରଭୁଙ୍କ ଦୃଷ୍ଟି ରେ ସୁକର୍ମ କଲେ। ଏବଂ ସେ ଦାଉଦଙ୍କର ପୂର୍ବପୁରୁଷ ପରି ବାସ କଲେ। ସେ ସଦାପ୍ରଭୁଙ୍କୁ ଶିକ୍ଷା ମାନ୍ଯ କଲେ। ପରମେଶ୍ବର ଯାହା ଗ୍ଭହୁଁଥିଲେ ସେ ଠିକ୍ ତାହାସବୁ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯୋଶୀୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ସମସ୍ତ ପଥରେ ଚାଲିଲେ, ପୁଣି ଦକ୍ଷିଣରେ କି ବାମରେ ଫେରିଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଶିୟ ସଦାପ୍ରଭୁଙ୍କ ଦୃଷ୍ଟିରେ ସୁକର୍ମ କଲେ ଏବଂ ସେ ଦାଉଦଙ୍କର ପୂର୍ବପୁରୁଷ ପରି ବାସ କଲେ। ସେ ସଦାପ୍ରଭୁଙ୍କ ଶିକ୍ଷା ମାନ୍ୟ କଲେ। ପରମେଶ୍ୱର ଯାହା ଗ୍ଭହୁଁଥିଲେ ସେ ଠିକ୍ ତାହା ସବୁ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯୋଶୀୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ସମସ୍ତ ପଥରେ ଚାଲିଲେ, ପୁଣି ସେ ଡାହାଣ କିମ୍ବା ବାମ ପାର୍ଶ୍ୱକୁ ଫେରିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଯୋଶୀୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ସମସ୍ତ ପଥରେ ଚାଲିଲେ, ପୁଣି ସେ ଡାହାଣ କିମ୍ବା ବାମ ପାର୍ଶ୍ୱକୁ ଫେରିଲେ ନାହିଁ।