2 Kings 22:20 — Compare Translations
5 translations compared side by side
Odia - 1840
"' ତେଣୁ ଆମ୍ଭେ ତୁମ୍ଭଙ୍କୁ ତୁମ୍ଭ ପୂର୍ବପୁରୁଷଙ୍କ ନିକଟକୁ ଆଣିବା। ତୁମ୍ଭେ ଶାନ୍ତି ରେ ସମାନଙ୍କେ ସହିତ କବର ରେ ସଂଗୃହିତ ହବେ। ତୁମ୍ଭେ ଭୟଙ୍କର କ୍ଲେଶ ଦେଖିବା ନାହିଁ। କାରଣ ମୁଁ ଏହି ସ୍ଥାନ ରେ ତୁମ୍ଭମାନଙ୍କୁ ଆଣିବାକୁ ଯାଉଛି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭକୁ ତୁମ୍ଭ ପିତୃଲୋକଙ୍କ ନିକଟରେ ସଂଗ୍ରହ କରିବା ଓ ତୁମ୍ଭେ ଶାନ୍ତିରେ ଆପଣା କବରରେ ସଂଗୃହୀତ ହେବ, ପୁଣି ଆମ୍ଭେ ଏହି ସ୍ଥାନ ଉପରେ ଯେସବୁ ଅମଙ୍ଗଳ ଆଣିବା, ତାହା ତୁମ୍ଭ ଚକ୍ଷୁ ଦେଖିବ ନାହିଁ । ଏଥିଉତ୍ତାରେ ଲୋକମାନେ ପୁନର୍ବାର ରାଜାଙ୍କୁ ଏହି କଥାର ସମାଚାର ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଆମ୍ଭେ ତୁମ୍ଭଙ୍କୁ ତୁମ୍ଭ ପୂର୍ବପୁରୁଷଙ୍କ ନିକଟକୁ ଆଣିବା। ତୁମ୍ଭେ ଶାନ୍ତିରେ ସେମାନଙ୍କ ସହିତ କବରରେ ସଂଗୃହୀତ ହେବ। ତୁମ୍ଭେ ଭୟଙ୍କର କ୍ଳେଶ ଦେଖିବ ନାହିଁ। କାରଣ ମୁଁ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଆଣିବାକୁ ଯାଉଛି।’” ଏହା ପରେ ସେମାନେ ପୁନର୍ବାର ରାଜାଙ୍କୁ ଏହି ସମାଗ୍ଭର ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭକୁ ତୁମ୍ଭ ପିତୃଲୋକଙ୍କ ନିକଟରେ ସଂଗ୍ରହ କରିବା ଓ ତୁମ୍ଭେ ଶାନ୍ତିରେ ଆପଣା କବରରେ ସଂଗୃହୀତ ହେବ, ପୁଣି ଆମ୍ଭେ ଏହି ସ୍ଥାନ ଉପରେ ଯେସବୁ ଅମଙ୍ଗଳ ଆଣିବା, ତାହା ତୁମ୍ଭ ଚକ୍ଷୁ ଦେଖିବ ନାହିଁ।’” ଏଥିଉତ୍ତାରେ ଲୋକମାନେ ପୁନର୍ବାର ରାଜାଙ୍କୁ ଏହି କଥାର ସମାଚାର ଦେଲେ।
Odia IRV 2017 (ଓଡିଆ ବାଇବେଲ)