2 Kings 22:3 — Compare Translations
5 translations compared side by side
Odia - 1840
"ଯୋଶିୟ ତାଙ୍କ ରାଜତ୍ବର ଅଷ୍ଟାଦଶ ବର୍ଷ ରେ ମଶୁଲ୍ଲମର ପୌତ୍ର, ଅତ୍ସଲିଯର ପୁତ୍ର ଶାଫନ ସମାନଙ୍କେୁ ସଦାପ୍ରଭୁଙ୍କ ମନ୍ଦିରକୁ ପଠାଇ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯୋଶୀୟ ରାଜାଙ୍କର ଅଧିକାରର ଅଠର ବର୍ଷରେ ରାଜା, ମଶୁଲ୍ଲମର ପୌତ୍ର ଅତ୍ସଲୀୟର ପୁତ୍ର ଶାଫନ୍ ଲେଖକକୁ ସଦାପ୍ରଭୁଙ୍କ ଗୃହକୁ ପଠାଇ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ମନ୍ଦିର ମରାମତି ପାଇଁ ଯୋଶିୟଙ୍କ ଆଦେଶ ଯୋଶିୟ ତାଙ୍କ ରାଜତ୍ୱର ଅଷ୍ଟାଦଶ ବର୍ଷରେ ମଶୁଲ୍ଲମର ପୌତ୍ର, ଅତ୍ସଲିୟର ପୁତ୍ର ଶାଫନ ସେମାନଙ୍କୁ ସଦାପ୍ରଭୁଙ୍କ ମନ୍ଦିରକୁ ପଠାଇ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯୋଶୀୟ ରାଜାଙ୍କ ରାଜତ୍ଵର ଅଠର ବର୍ଷରେ ରାଜା, ମଶୁଲ୍ଲମ୍ର ପୌତ୍ର ଅତ୍ସଲୀୟର ପୁତ୍ର ଶାଫନ୍ ଲେଖକଙ୍କୁ ସଦାପ୍ରଭୁଙ୍କ ଗୃହକୁ ପଠାଇ କହିଲେ,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯୋଶୀୟ ରାଜାଙ୍କ ରାଜତ୍ଵର ଅଠର ବର୍ଷରେ ରାଜା, ମଶୁଲ୍ଲମର ପୌତ୍ର ଅତ୍ସଲୀୟର ପୁତ୍ର ଶାଫନ୍ ଲେଖକଙ୍କୁ ସଦାପ୍ରଭୁଙ୍କ ଗୃହକୁ ପଠାଇ କହିଲେ,