2 Kings 22:4 — Compare Translations

5 translations compared side by side

Odia - 1840
"ତୁମ୍ଭେ ମହାୟାଜକ ହିଲକିଯ ନିକଟକୁ ୟାଅ, ତାଙ୍କୁ କୁହ ସଦାପ୍ରଭୁଙ୍କ ମନ୍ଦିରକୁ ଆନୀତ ଯେଉଁ ମୁଦ୍ରା ଦ୍ବାରପାଳମାନେ ଲୋକମାନଙ୍କଠାରୁ ସଂଗ୍ରହ କରୁଛନ୍ତି, ସେ ମୁଦ୍ରା ଏଣିକି ଆଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ଗୃହକୁ ଆନୀତ ଯେଉଁ ମୁଦ୍ରା ଦ୍ଵାରପାଳମାନେ ଲୋକମାନଙ୍କଠାରୁ ସଂଗ୍ରହ କରିଅଛନ୍ତି, ତାହା ଯେପରି ହିଲ୍‍କୀୟ ମହାଯାଜକ ଗଣିବ, ଏଥିପାଇଁ ତାହା ନିକଟକୁ ଯାଅ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ମହାଯାଜକ ହି‌ଲ୍‌‌‌କିୟ ନିକଟକୁ ଯାଅ, ତାଙ୍କୁ କୁହ ସଦାପ୍ରଭୁଙ୍କ ମନ୍ଦିରକୁ ଆନୀତ ଯେଉଁ ମୁଦ୍ରା ଦ୍ୱାରପାଳମାନେ ଲୋକମାନଙ୍କଠାରୁ ସଂଗ୍ରହ କରୁଛନ୍ତି, ସେ ମୁଦ୍ରା ଏଠିକି ଆଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସଦାପ୍ରଭୁଙ୍କ ଗୃହକୁ ଆନୀତ ଯେଉଁ ମୁଦ୍ରା ଦ୍ୱାରପାଳମାନେ ଲୋକମାନଙ୍କଠାରୁ ସଂଗ୍ରହ କରିଅଛନ୍ତି, ତାହା ଯେପରି ହିଲ୍‍କୀୟ ମହାଯାଜକ ଗଣିବ, ଏଥିପାଇଁ ତାହା ନିକଟକୁ ଯାଅ।
Odia IRV 2017 (ଓଡିଆ ବାଇବେଲ)
“ସଦାପ୍ରଭୁଙ୍କ ଗୃହକୁ ଆନୀତ ଯେଉଁ ମୁଦ୍ରା ଦ୍ୱାରପାଳମାନେ ଲୋକମାନଙ୍କଠାରୁ ସଂଗ୍ରହ କରିଅଛନ୍ତି, ତାହା ଯେପରି ହିଲ୍‍କୀୟ ମହାଯାଜକ ଗଣିବ, ଏଥିପାଇଁ ତାହା ନିକଟକୁ ଯାଅ।