2 Kings 22:5 — Compare Translations

5 translations compared side by side

Odia - 1840
"ସେ ସହେି ମୁଦ୍ରାକୁ ସଦାପ୍ରଭୁଙ୍କ ମନ୍ଦିର ମରାମତି ପାଇଁ ଶ୍ରମିକମାନଙ୍କୁ ମଜୁରି ଦିଅନ୍ତୁ। ଆଉ ମଧ୍ଯ ସେ ମନ୍ଦିର ମରାମତି ରେ ତତ୍ତ୍ବବଧାରକ ଯାଜକ ମୁଦ୍ରା ଦିଅନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନେ ସଦାପ୍ରଭୁଙ୍କ ଗୃହର ତତ୍ତ୍ଵାବଧାରଣ-କର୍ମକାରୀ-ମାନଙ୍କ ହସ୍ତରେ ତାହା ସମର୍ପଣ କରନ୍ତୁ ଓ ସେମାନେ ସଦାପ୍ରଭୁଙ୍କ ଗୃହର କର୍ମକାରୀମାନଙ୍କୁ,
Odia Bible ERV 2004 (ପବିତ୍ର ବାଇବଲ)
ସେ ସେହି ମୁଦ୍ରାକୁ ସଦାପ୍ରଭୁଙ୍କ ମନ୍ଦିର ମରାମତି ପାଇଁ ଶ୍ରମିକମାନଙ୍କୁ ମଜୁରୀ ଦିଅନ୍ତୁ। ଆଉ ମଧ୍ୟ ସେ ମନ୍ଦିର ମରାମତିରେ ତତ୍ତ୍ୱବଧାରକ ଯାଜକ ମୁଦ୍ରା ଦିଅନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ସଦାପ୍ରଭୁଙ୍କ ଗୃହର ତତ୍ତ୍ୱାବଧାରଣ କର୍ମକାରୀମାନଙ୍କ ହସ୍ତରେ ତାହା ସମର୍ପଣ କରନ୍ତୁ ଓ ସେମାନେ ସଦାପ୍ରଭୁଙ୍କ ଗୃହର କର୍ମକାରୀମାନଙ୍କୁ,
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ସଦାପ୍ରଭୁଙ୍କ ଗୃହର ତତ୍ତ୍ୱାବଧାରଣ କର୍ମକାରୀମାନଙ୍କ ହସ୍ତରେ ତାହା ସମର୍ପଣ କରନ୍ତୁ ଓ ସେମାନେ ସଦାପ୍ରଭୁଙ୍କ ଗୃହର କର୍ମକାରୀମାନଙ୍କୁ,