2 Kings 22:6 — Compare Translations
5 translations compared side by side
Odia - 1840
"ସହେି ମୁଦ୍ରାକୁ ବଢଇେ, ରାଜମିସ୍ତ୍ରି ଓ ପ୍ରସ୍ତର ଖାଦେନକାରୀଙ୍କୁ ଦବୋ ରେ ବ୍ଯବହାର କରନ୍ତୁ। ପୁଣି ମନ୍ଦିର ପୁନଃନିର୍ମାଣ ରେ ବ୍ଯବହୃତ କାଠ ଓ ଖାଦେିତ ପଥର କିଣିବା ରେ ସହେି ମୁଦ୍ରାକୁ ବିନିୟୋଗ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, ସୂତ୍ରଧର ଓ ଗାନ୍ଥକ ଓ ରାଜମିସ୍ତ୍ରୀମାନଙ୍କୁ ଗୃହର ଭଗ୍ନସ୍ଥାନ ପୁନର୍ନିର୍ମାଣ କରିବା ପାଇଁ ଓ ଗୃହର ପୁନର୍ନିର୍ମାଣ କରିବା ନିମନ୍ତେ କାଷ୍ଠ ଓ ଖୋଦିତ ପ୍ରସ୍ତର କିଣିବା ପାଇଁ ତାହା ଦେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ମୁଦ୍ରାକୁ ବଢ଼େଇ, ରାଜମିସ୍ତ୍ରି ଓ ପ୍ରସ୍ତର ଖୋଦନକାରୀଙ୍କୁ ଦେବାରେ ବ୍ୟବହାର କରନ୍ତୁ। ପୁଣି ମନ୍ଦିର ପୁନଃନିର୍ମାଣରେ ବ୍ୟବହୃତ କାଠ ଓ ଖୋଦିତ ପଥର କିଣିବାରେ ସେହି ମୁଦ୍ରାକୁ ବିନିଯୋଗ କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍, ସୂତ୍ରଧର ଓ ନିର୍ମାଣକାରୀ ଓ ରାଜମିସ୍ତ୍ରୀମାନଙ୍କୁ ଗୃହର ଭଗ୍ନ ସ୍ଥାନ ପୁନଃନିର୍ମାଣ କରିବା ପାଇଁ ଓ ଗୃହର ପୁନଃନିର୍ମାଣ କରିବା ନିମନ୍ତେ କାଷ୍ଠ ଓ ଖୋଦିତ ପ୍ରସ୍ତର କିଣିବା ପାଇଁ ତାହା ଦେଉନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ଅର୍ଥାତ୍, ସୂତ୍ରଧର ଓ ନିର୍ମାଣକାରୀ ଓ ରାଜମିସ୍ତ୍ରୀମାନଙ୍କୁ ଗୃହର ଭଗ୍ନସ୍ଥାନ ପୁନଃନିର୍ମାଣ କରିବା ପାଇଁ ଓ ଗୃହର ପୁନଃନିର୍ମାଣ କରିବା ନିମନ୍ତେ କାଷ୍ଠ ଓ ଖୋଦିତ ପ୍ରସ୍ତର କିଣିବା ପାଇଁ ତାହା ଦେଉନ୍ତୁ।”