2 Kings 22:7 — Compare Translations
5 translations compared side by side
Odia - 1840
"ସହେି କାର୍ୟ୍ଯ କରୁଥିବା ଲୋକମାନଙ୍କୁ ଯେଉଁ ମୁଦ୍ରା ଦିଆଗଲା ତା'ର ହିସାବ ରଖାଗଲା ନାହିଁ, କାରଣ ସମାନେେ ବିଶ୍ବସ୍ତ ରୂପେ କାର୍ୟ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସେମାନଙ୍କ ହସ୍ତରେ ଯେଉଁ ମୁଦ୍ରା ସମର୍ପିତ ହେଲା, ତହିଁର ହିସାବ ସେମାନଙ୍କଠାରୁ ନିଆଗଲା ନାହିଁ; କାରଣ ସେମାନେ ବିଶ୍ଵସ୍ତ ରୂପେ କାର୍ଯ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି କାର୍ଯ୍ୟ କରୁଥିବା ଲୋକମାନଙ୍କୁ ଯେଉଁ ମୁଦ୍ରା ଦିଆଗଲା ତା’ର ହିସାବ ରଖାଗଲା ନାହିଁ, କାରଣ ସେମାନେ ବିଶ୍ୱସ୍ତ ରୂପେ କାର୍ଯ୍ୟ କଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସେମାନଙ୍କ ହସ୍ତରେ ଯେଉଁ ମୁଦ୍ରା ସମର୍ପିତ ହେଲା, ତହିଁର ହିସାବ ସେମାନଙ୍କଠାରୁ ନିଆଗଲା ନାହିଁ, କାରଣ ସେମାନେ ବିଶ୍ୱସ୍ତ ରୂପେ କାର୍ଯ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ତଥାପି ସେମାନଙ୍କ ହସ୍ତରେ ଯେଉଁ ମୁଦ୍ରା ସମର୍ପିତ ହେଲା, ତହିଁର ହିସାବ ସେମାନଙ୍କଠାରୁ ନିଆଗଲା ନାହିଁ, କାରଣ ସେମାନେ ବିଶ୍ୱସ୍ତ ରୂପେ କାର୍ଯ୍ୟ କଲେ।