2 Kings 22:8 — Compare Translations
5 translations compared side by side
Odia - 1840
"ସେତବେେଳେ ମହାୟାଜକ ହିଲକିଯ ଶାଫନ୍ ସମ୍ପାଦକଙ୍କୁ କହିଲା, ଏଠାକୁ ଦେଖ, ଆମ୍ଭେ ସଦାପ୍ରଭୁଙ୍କ ମନ୍ଦିରର ଏହି ବ୍ଯବସ୍ଥା ପୁସ୍ତକ ପାଇଅଛୁ। ତା'ପରେ ଶାଫନ୍ ସହେି ପୁସ୍ତକ ପାଠ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ହିଲକୀୟ ମହାଯାଜକ ଶାଫନ୍ ଲେଖକକୁ କହିଲା, ଆମ୍ଭେ ସଦାପ୍ରଭୁଙ୍କ ଗୃହରେ ଏହି ବ୍ୟବସ୍ଥା-ପୁସ୍ତକ ପାଇଅଛୁ । ଆଉ ହିଲ୍କୀୟ ଶାଫନ୍କୁ ସେହି ପୁସ୍ତକ ଦିଅନ୍ତେ, ସେ ତାହା ପାଠ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ବ୍ୟବସ୍ଥା ପୁସ୍ତକ ମନ୍ଦିରରୁ ପ୍ରାପ୍ତ ସେତେବେଳେ ମହାଯାଜକ ହିଲ୍କିୟ ଶାଫନ୍ ସମ୍ପାଦକଙ୍କୁ କହିଲା, “ଦେଖ, ଆମ୍ଭେ ସଦାପ୍ରଭୁଙ୍କ ମନ୍ଦିରର ଏହି ବ୍ୟବସ୍ଥା ପୁସ୍ତକ ପାଇଅଛୁ।” ତା’ପରେ ଶାଫନ୍ ସେହି ପୁସ୍ତକ ପାଠ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ହିଲ୍କୀୟ ମହାଯାଜକ ଶାଫନ୍ ଲେଖକଙ୍କୁ କହିଲା, “ଆମ୍ଭେ ସଦାପ୍ରଭୁଙ୍କ ଗୃହରେ ଏହି ବ୍ୟବସ୍ଥା-ପୁସ୍ତକ ପାଇଅଛୁ।” ଆଉ ହିଲ୍କୀୟ ଶାଫନ୍କୁ ସେହି ପୁସ୍ତକ ଦିଅନ୍ତେ, ସେ ତାହା ପାଠ କଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ହିଲ୍କୀୟ ମହାଯାଜକ ଶାଫନ୍ ଲେଖକଙ୍କୁ କହିଲା, “ଆମ୍ଭେ ସଦାପ୍ରଭୁଙ୍କ ଗୃହରେ ଏହି ବ୍ୟବସ୍ଥା ପୁସ୍ତକ ପାଇଅଛୁ।” ଆଉ ହିଲ୍କିୟ ଶାଫନ୍କୁ ସେହି ପୁସ୍ତକ ଦିଅନ୍ତେ, ସେ ତାହା ପାଠ କଲା।