2 Kings 22:9 — Compare Translations

5 translations compared side by side

Odia - 1840
"ଏହାପରେ ଶାଫନ୍ ସମ୍ପାଦକ ରାଜା ଯୋଶିୟଯଙ୍କ ନିକଟକୁ ଆସିଲା ଓ ରାଜାଙ୍କୁ ସମ୍ବାଦ ଦଲୋ, ଆପଣଙ୍କ ସବେକମାନେ ମନ୍ଦିରରୁ ପ୍ରାପ୍ତ ସମସ୍ତ ମୁଦ୍ରା ସଦାପ୍ରଭୁଙ୍କ ମନ୍ଦିର ରେ କାର୍ୟ୍ଯ କରୁଥିବା କର୍ମକାରୀମାନଙ୍କୁ ଓ ତତ୍ତ୍ବାବଧାରକମାନଙ୍କୁ ପ୍ରଦାନ କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଶାଫନ୍ ଲେଖକ ରାଜାଙ୍କ ନିକଟକୁ ଆସିଲା ଓ ପୁନର୍ବାର ରାଜାଙ୍କୁ ସମ୍ଵାଦ ଦେଇ କହିଲା, ଆପଣଙ୍କ ଦାସମାନେ ମନ୍ଦିରରେ ପ୍ରାପ୍ତ ସମସ୍ତ ମୁଦ୍ରା ଖାଲି କରି ସଦାପ୍ରଭୁଙ୍କ ଗୃହର ତତ୍ତ୍ଵାବଧାରଣ-କର୍ମକାରୀ-ମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଶାଫନ୍ ସମ୍ପାଦକ ରାଜା ଯୋଶିୟଙ୍କ ନିକଟକୁ ଆସିଲା ଓ ରାଜାଙ୍କୁ ସମ୍ବାଦ ଦେଲା, “ଆପଣଙ୍କ ସେବକମାନେ ମନ୍ଦିରରୁ ପ୍ରାପ୍ତ ସମସ୍ତ ମୁଦ୍ରା ସଦାପ୍ରଭୁଙ୍କ ମନ୍ଦିରରେ କାର୍ଯ୍ୟ କରୁଥିବା କର୍ମକାରୀମାନଙ୍କୁ ଓ ତତ୍ତ୍ୱାବଧାରକମାନଙ୍କୁ ପ୍ରଦାନ କରିଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଶାଫନ୍‍ ଲେଖକ ରାଜାଙ୍କ ନିକଟକୁ ଆସିଲା ଓ ପୁନର୍ବାର ରାଜାଙ୍କୁ ସମ୍ବାଦ ଦେଇ କହିଲା, “ଆପଣଙ୍କ ଦାସମାନେ ମନ୍ଦିରରେ ପ୍ରାପ୍ତ ସମସ୍ତ ମୁଦ୍ରା ଖାଲି କରି ସଦାପ୍ରଭୁଙ୍କ ଗୃହର ତତ୍ତ୍ୱାବଧାରଣ କର୍ମକାରୀମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)