2 Kings 23:1 — Compare Translations

5 translations compared side by side

Odia - 1840
"ଯିହୁଦା ଓ ୟିରୁଶାଲମର ସମସ୍ତ ପ୍ରାଚୀନବର୍ଗଙ୍କୁ ଆସି ସାକ୍ଷାତ କରିବାକୁ ଯୋଶିୟଯ ରାଜା କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ରାଜା ଲୋକ ପଠାନ୍ତେ, ସେମାନେ ଯିହୁଦାର ଓ ଯିରୂଶାଲମର ସମସ୍ତ ପ୍ରାଚୀନ- ବର୍ଗଙ୍କୁ ତାଙ୍କ ନିକଟରେ ଏକତ୍ର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା ଶୁଣନ୍ତି ଯିହୁଦା ଓ ଯିରୁଶାଲମର ସମସ୍ତ ପ୍ରାଚୀନବର୍ଗଙ୍କୁ ଆସି ସାକ୍ଷାତ କରିବାକୁ ଯୋଶିୟ ରାଜା କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ରାଜା ଲୋକ ପଠାନ୍ତେ, ସେମାନେ ଯିହୁଦାର ଓ ଯିରୂଶାଲମର ସମସ୍ତ ପ୍ରାଚୀନବର୍ଗଙ୍କୁ ତାଙ୍କ ନିକଟରେ ଏକତ୍ର କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ରାଜା ଲୋକ ପଠାନ୍ତେ, ସେମାନେ ଯିହୁଦାର ଓ ଯିରୂଶାଲମର ସମସ୍ତ ପ୍ରାଚୀନବର୍ଗଙ୍କୁ ତାଙ୍କ ନିକଟରେ ଏକତ୍ର କଲେ।