2 Kings 23:10 — Compare Translations
5 translations compared side by side
Odia - 1840
"ତୋଫତ ବନେ-ହିନ୍ନୋମ ଉପତ୍ୟକାର ଗୋଟିଏ ସ୍ଥାନ ଥିଲା, ଯେଉଁଠା ରେ ଲୋକମାନେ ସମାନଙ୍କେର ପୁତ୍ର ଓ କନ୍ଯାମାନଙ୍କୁ ମଲକେ ମିଥ୍ଯା ଦବେତା ସମ୍ମାନାର୍ଥେ ଅଗ୍ନି ରେ ହାମେ କଲେ। ଯେତବେେଳେ ଯୋଶିୟଯ ସହେି ସ୍ଥାନକୁ ଅପବିତ୍ର କଲେ। ଲୋକମାନେ ଯେପରି ହାମେ ସ୍ଥାନକୁ ଅଧିକ ସମୟ ବ୍ଯବହାର ପାଇଁ ବନ୍ଦ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି କେହି ଯେପରି ମୋଲକ୍ ଉଦ୍ଦେଶ୍ୟରେ ଆପଣା ପୁତ୍ର କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ ନ କରାଇବ, ଏଥିପାଇଁ ସେ ହିନ୍ନୋମର ସନ୍ତାନଗଣ ଉପତ୍ୟକାସ୍ଥିତ ତୋଫତ୍ ନାମକ ସ୍ଥାନକୁ ଅଶୁଚି କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତୋଫତ୍ ବେନ-ହିନ୍ନୋମ ଉପତ୍ୟକାର ଗୋଟିଏ ସ୍ଥାନ ଥିଲା, ଯେଉଁଠାରେ ଲୋକମାନେ ସେମାନଙ୍କର ପୁତ୍ର ଓ କନ୍ୟାମାନଙ୍କୁ ମେଲକ ମିଥ୍ୟା ଦେବତାର ସମ୍ମାନାର୍ଥେ ଅଗ୍ନିରେ ହୋମ କଲେ। ଯେତେବେଳେ ଯୋଶିୟ ସେହି ସ୍ଥାନକୁ ଅପବିତ୍ର କଲେ। ଲୋକମାନେ ଯେପରି ହୋମ ସ୍ଥାନକୁ ଅଧିକ ସମୟ ବ୍ୟବହାର ପାଇଁ ବନ୍ଦ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି କେହି ଯେପରି ମୋଲକ୍ ଉଦ୍ଦେଶ୍ୟରେ ଆପଣା ପୁତ୍ର କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ ନ କରାଇବ, ଏଥିପାଇଁ ସେ ହିନ୍ନୋମର ସନ୍ତାନଗଣ ଉପତ୍ୟକାସ୍ଥିତ ତୋଫତ୍ ନାମକ ସ୍ଥାନକୁ ଅଶୁଚି କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି କେହି ଯେପରି ମୋଲକ୍ ଉଦ୍ଦେଶ୍ୟରେ ଆପଣା ପୁତ୍ର କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ ନ କରାଇବ, ଏଥିପାଇଁ ସେ ହିନ୍ନୋମର ସନ୍ତାନଗଣ ଉପତ୍ୟକାସ୍ଥିତ ତୋଫତ୍ ନାମକ ସ୍ଥାନକୁ ଅଶୁଚି କଲେ।