2 Kings 23:11 — Compare Translations
5 translations compared side by side
Odia - 1840
"ଆହୁରି ମନ୍ଦିରର ସୀମାନ୍ତବର୍ତ୍ତୀ ନଥନ-ମଲକେ ନାମକ ନଫୁସକର କଠାେରୀ ନିକଟସ୍ଥ ସଦାପ୍ରଭୁଙ୍କ ମନ୍ଦିରର ପ୍ରବେଶ ସ୍ଥାନ ସମୀପରେ ଯିହୁଦାର ରାଜାମାନେ ସୂର୍ୟ୍ଯ ଉଦ୍ଦେଶ୍ଯ ରେ ଯେଉଁ ଅଶ୍ବମାନଙ୍କୁ ଦଇେଥିଲେ, ସେ ସମାନଙ୍କେୁ ନଇେ ଗଲେ ଓ ସହେି ସୂର୍ୟ୍ଯ ଦବେତାର ରଥଗୁଡିକୁ ଅଗ୍ନି ରେ ଦଗ୍ଧ କରାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ମନ୍ଦିରର ସୀମାନ୍ତବର୍ତ୍ତୀ ନଥନ-ମେଲକ ନାମକ ନପୁଂସକର କୋଠରି ନିକଟସ୍ଥ ସଦାପ୍ରଭୁଙ୍କ ଗୃହର ପ୍ରବେଶସ୍ଥାନ ସମୀପରେ ଯିହୁଦାର ରାଜାମାନେ ସୂର୍ଯ୍ୟ ଉଦ୍ଦେଶ୍ୟରେ ଯେଉଁ ଅଶ୍ଵମାନଙ୍କୁ ଦେଇଥିଲେ, ସେ ସେମାନଙ୍କୁ ନେଇଗଲେ; ପୁଣି ସେ ସୂର୍ଯ୍ୟରଥସବୁ ଅଗ୍ନିରେ ଦଗ୍ଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆହୁରି ମନ୍ଦିରର ସୀମାନ୍ତବର୍ତ୍ତୀ ନଥନ-ମେଲକ ନାମକ ନପୁଂସକର କୋଠରୀ ନିକଟସ୍ଥ ସଦାପ୍ରଭୁଙ୍କ ମନ୍ଦିରର ପ୍ରବେଶ ସ୍ଥାନ ସମୀପରେ ଯିହୁଦାର ରାଜାମାନେ ସୂର୍ଯ୍ୟ ଉଦ୍ଦେଶ୍ୟରେ ଯେଉଁ ଅଶ୍ୱମାନଙ୍କୁ ଦେଇଥିଲେ, ସେ ସେମାନଙ୍କୁ ନେଇ ଗଲେ ଓ ସେହି ସୂର୍ଯ୍ୟ ଦେବତାର ରଥଗୁଡ଼ିକୁ ଅଗ୍ନିରେ ଦଗ୍ଧ କରାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ମନ୍ଦିରର ସୀମାନ୍ତବର୍ତ୍ତୀ ନଥନ-ମେଲକ ନାମକ ନପୁଂସକର କୋଠରି ନିକଟସ୍ଥ ସଦାପ୍ରଭୁଙ୍କ ଗୃହର ପ୍ରବେଶ ସ୍ଥାନ ସମୀପରେ ଯିହୁଦାର ରାଜାମାନେ ସୂର୍ଯ୍ୟ ଉଦ୍ଦେଶ୍ୟରେ ଯେଉଁ ଅଶ୍ୱମାନଙ୍କୁ ଦେଇଥିଲେ, ସେ ସେମାନଙ୍କୁ ନେଇଗଲେ, ପୁଣି ସେ ସୂର୍ଯ୍ୟରଥସବୁ ଅଗ୍ନିରେ ଦଗ୍ଧ କଲେ।
Odia IRV 2017 (ଓଡିଆ ବାଇବେଲ)