2 Kings 23:12 — Compare Translations
5 translations compared side by side
Odia - 1840
"ଅତୀତ ରେ ଯିହୁଦାର ରାଜାମାନେ ଆହସର ଘରର କଠାେରୀର ଛାତ ଉପରେ ଯେଉଁ ୟଜ୍ଞବଦେୀ ନିର୍ମାଣ କରିଥିଲେ ଓ ମନଃଶି ସଦାପ୍ରଭୁଙ୍କ ମନ୍ଦିରର ଦୁଇ ସହର ରେ ଯେଉଁ ୟଜ୍ଞବଦେୀଗୁଡିକ ନିର୍ମାଣ କରିଥିଲେ ଯୋଶିୟଯ ସେ ସବୁକୁ ଭାଙ୍ଗି ଚୁର୍ଣ୍ଣ କଲେ ଓ ସେ ଧୂଳିକୁ ନଇେ କିଦ୍ରୋଣ ନଦୀ ରେ ନିକ୍ଷପେ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯିହୁଦାର ରାଜାମାନେ ଆହସର ଉପରିସ୍ଥିତ କୋଠରି-ଛାତ ଉପରେ ଯେ ଯେ ଯଜ୍ଞବେଦି ନିର୍ମାଣ କରିଥିଲେ ଓ ମନଃଶି ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଯେ ଯେ ଯଜ୍ଞବେଦି ନିର୍ମାଣ କରିଥିଲେ, ରାଜା ସେସବୁକୁ ସେସ୍ଥାନରୁ ଭାଙ୍ଗି ପକାଇ ଚୂର୍ଣ୍ଣ କଲେ ଓ ତହିଁର ଧୂଳି କିଦ୍ରୋଣ ନଦୀରେ ନିକ୍ଷେପ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅତୀତରେ ଯିହୁଦାର ରାଜାମାନେ ଆହସର ଘରର କୋଠରୀର ଛାତ ଉପରେ ଯେଉଁ ଯଜ୍ଞବେଦି ନିର୍ମାଣ କରିଥିଲେ ଓ ମନଃଶି ସଦାପ୍ରଭୁଙ୍କ ମନ୍ଦିରର ଦୁଇ ସହରରେ ଯେଉଁ ଯଜ୍ଞବେଦିଗୁଡ଼ିକ ନିର୍ମାଣ କରିଥିଲେ ଯୋଶିୟ ସେ ସବୁକୁ ଭାଙ୍ଗି ଚୂର୍ଣ୍ଣ କଲେ ଓ ସେ ଧୂଳିକୁ ନେଇ କିଦ୍ରୋଣ ନଦୀରେ ନିକ୍ଷେପ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯିହୁଦାର ରାଜାମାନେ ଆହସ୍ର ଉପରିସ୍ଥ କୋଠରି ଛାତ ଉପରେ ଯେ ଯେ ଯଜ୍ଞବେଦି ନିର୍ମାଣ କରିଥିଲେ ଓ ମନଃଶି ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଯେ ଯେ ଯଜ୍ଞବେଦି ନିର୍ମାଣ କରିଥିଲେ, ରାଜା ସେସବୁକୁ ସେସ୍ଥାନରୁ ଭାଙ୍ଗି ପକାଇ ଚୂର୍ଣ୍ଣ କଲେ ଓ ତହିଁର ଧୂଳି କିଦ୍ରୋଣ ନଦୀରେ ଫୋପାଡ଼ି ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯିହୁଦାର ରାଜାମାନେ ଆହସ୍ର ଉପରିସ୍ଥ କୋଠରି ଛାତ ଉପରେ ଯେ ଯେ ଯଜ୍ଞବେଦି ନିର୍ମାଣ କରିଥିଲେ ଓ ମନଃଶି ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଯେ ଯେ ଯଜ୍ଞବେଦି ନିର୍ମାଣ କରିଥିଲେ, ରାଜା ସେସବୁକୁ ସେସ୍ଥାନରୁ ଭାଙ୍ଗି ପକାଇ ଚୂର୍ଣ୍ଣ କଲେ ଓ ତହିଁର ଧୂଳି କିଦ୍ରୋଣ ନଦୀରେ ଫୋପାଡି ଦେଲେ।