2 Kings 23:14 — Compare Translations
5 translations compared side by side
Odia - 1840
"ଆଉ ମଧ୍ଯ ସେ ସମସ୍ତ ସ୍ତୃତିସ୍ତମ୍ଭ ଓ ଆଶରୋ ମୂର୍ତ୍ତୀ ଭାଙ୍ଗି ପକାଇଲେ ଓ ସହେି ସ୍ଥାନଗୁଡିକ ମନୁଷ୍ଯର ଅସ୍ଥି ରେ ପୂର୍ଣ୍ଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରାମୂର୍ତ୍ତିମାନ ଛେଦନ କରି ମନୁଷ୍ୟର ଅସ୍ଥିରେ ସେମାନଙ୍କ ସ୍ଥାନ ପୂର୍ଣ୍ଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମଧ୍ୟ ସେ ସମସ୍ତ ସ୍ମୃତିସ୍ତମ୍ଭ ଓ ଆଶେରା ମୂର୍ତ୍ତି ଭାଙ୍ଗି ପକାଇଲେ ଓ ସେହି ସ୍ଥାନଗୁଡ଼ିକ ମନୁଷ୍ୟର ଅସ୍ଥିରେ ପୂର୍ଣ୍ଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତିମାନ ଛେଦନ କରି ମନୁଷ୍ୟର ଅସ୍ଥିରେ ସେମାନଙ୍କ ସ୍ଥାନ ପୂର୍ଣ୍ଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତିମାନ ଛେଦନ କରି ମନୁଷ୍ୟର ଅସ୍ଥିରେ ସେମାନଙ୍କ ସ୍ଥାନ ପୂର୍ଣ୍ଣ କଲେ।