2 Kings 23:15 — Compare Translations

5 translations compared side by side

Odia - 1840
"ନବାଟଙ୍କ ପୁତ୍ର ୟାରବିଯାମ ବୈଥଲେ ରେ ଯେଉଁ ୟଜ୍ଞବଦେୀ ନିର୍ମାଣ କରି ଇଶ୍ରାୟେଲ ଲୋକଙ୍କୁ ପାପ କରାଇଥିଲେ ଓ ସେ ଯେଉଁ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଯୋଶିୟଯ ସହେି ୟଜ୍ଞବଦେୀ ଓ ଉଚ୍ଚସ୍ଥଳୀ ଭାଙ୍ଗି ପକାଇଲେ। ଯୋଶିୟଯ ସହେି ପ୍ରସ୍ତରକୁ ପଷେି ଚୁର୍ଣ୍ଣ କଲେ ଓ ଆଶରୋ ମୂର୍ତ୍ତୀକୁ ଦଗ୍ଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ବୈଥେଲରେ ଯେଉଁ ଯଜ୍ଞବେଦି ଥିଲା ଓ ଇସ୍ରାଏଲକୁ ପାପ କରାଇଥିଲେ ଯେ ନବାଟର ପୁତ୍ର ଯାରବୀୟାମ୍, ସେ ଯେଉଁ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଯୋଶୀୟ ସେହି ଯଜ୍ଞବେଦି ଓ ଉଚ୍ଚସ୍ଥଳୀ ଭାଙ୍ଗି ପକାଇଲେ; ପୁଣି ସେ ଉଚ୍ଚସ୍ଥଳୀ ଦଗ୍ଧ କରି ପେଷି ଚୂର୍ଣ୍ଣ କଲେ, ଆଉ ଆଶେରାମୂର୍ତ୍ତିକି ଦଗ୍ଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ନବାଟଙ୍କ ପୁତ୍ର ଯାରବିୟାମ ବୈଥେ‌ଲ୍‌ରେ ଯେଉଁ ଯଜ୍ଞବେଦି ନିର୍ମାଣ କରି ଇସ୍ରାଏଲ ଲୋକଙ୍କୁ ପାପ କରାଇଥିଲେ ଓ ସେ ଯେଉଁ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଯୋଶିୟ ସେହି ଯଜ୍ଞବେଦି ଓ ଉଚ୍ଚସ୍ଥଳୀ ଭାଙ୍ଗି ପକାଇଲେ। ଯୋଶିୟ ସେହି ପ୍ରସ୍ତରକୁ ପେଷି ଚୂର୍ଣ୍ଣ କଲେ ଓ ଆଶେରା ମୂର୍ତ୍ତିକୁ ଦ‌ଗ୍‌ଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ବେଥେଲ୍‍ରେ ଯେଉଁ ଯଜ୍ଞବେଦି ଥିଲା ଓ ଇସ୍ରାଏଲକୁ ପାପ କରାଇଥିଲେ ଯେ ନବାଟର ପୁତ୍ର ଯାରବୀୟାମ, ସେ ଯେଉଁ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଯୋଶୀୟ ସେହି ଯଜ୍ଞବେଦି ଓ ଉଚ୍ଚସ୍ଥଳୀ ଭାଙ୍ଗି ପକାଇଲେ, ପୁଣି ସେ ଉଚ୍ଚସ୍ଥଳୀ ଦଗ୍ଧ କରି ପେଷି ଚୂର୍ଣ୍ଣ କଲେ, ଆଉ ଆଶେରାମୂର୍ତ୍ତିକୁ ଦଗ୍ଧ କଲେ।
Odia IRV 2017 (ଓଡିଆ ବାଇବେଲ)