2 Kings 23:17 — Compare Translations

5 translations compared side by side

Odia - 1840
"ଯୋଶିୟଯ ପଚାରିଲେ, ଏହି ସମାଧି ପଥର କ'ଣ, ମୁଁ ଯାହା ଦେଖୁଛି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ପଚାରିଲେ, ସେହି ଯେ ସ୍ତମ୍ଭ ଆମ୍ଭେ ଦେଖୁଅଛୁ, ତାହା କଅଣ? ଏଥିରେ ନଗରର ଲୋକମାନେ ଉତ୍ତର କଲେ, ପରମେଶ୍ଵରଙ୍କର ଯେଉଁ ଲୋକ ଯିହୁଦାରୁ ଆସି ଆପଣଙ୍କ କୃତ ଏହି ସକଳ ବିଷୟ ବୈଥେଲସ୍ଥ ଯଜ୍ଞବେଦି ବିରୁଦ୍ଧରେ ପ୍ରଚାର କରିଥିଲେ, ସେ ତାଙ୍କର କବର ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଶିୟ ପଗ୍ଭରିଲେ, “ଏହି ସମାଧି ପଥର କ’ଣ, ଯାହା ମୁଁ ଦେଖୁଅଛି?” ସହରର ଲୋକମାନେ ଉତ୍ତର ଦେଲେ, “ଏହା ପରମେଶ୍ୱରଙ୍କ ଲୋକଙ୍କ କବର, ଯିଏ ଯିହୁଦାରୁ ଆସିଲେ ଓ ବୈଥେ‌ଲ୍‌ରେ ତୁମ୍ଭେ କରିଥିବା ଯଜ୍ଞବେଦିର ବଳିଦାନ ଉପରେ ପୂର୍ବରୁ କହିଥିଲେ। ସେ ଏହା ବହୁତ ସମୟ ପୂର୍ବରୁ କହିଥିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ପଚାରିଲେ, “ସେହି ଯେ ସ୍ତମ୍ଭ ଆମ୍ଭେ ଦେଖୁଅଛୁ, ତାହା କଅଣ?” ଏଥିରେ ନଗରର ଲୋକମାନେ ଉତ୍ତର କଲେ, “ପରମେଶ୍ୱରଙ୍କର ଯେଉଁ ଲୋକ ଯିହୁଦାରୁ ଆସି ଆପଣଙ୍କ କୃତ ଏହି ସକଳ ବିଷୟ ବେଥେଲ୍‍ସ୍ଥ ଯଜ୍ଞବେଦି ବିରୁଦ୍ଧରେ ପ୍ରଚାର କରିଥିଲେ, ତାହା ତାଙ୍କର କବର।”
Odia IRV 2017 (ଓଡିଆ ବାଇବେଲ)