2 Kings 23:18 — Compare Translations
5 translations compared side by side
Odia - 1840
"ତେଣୁ ରାଜା କହିଲେ, ପରମେଶ୍ବର ଲୋକଙ୍କୁ ଏକା ଛାଡିଦିଅ! ତାଙ୍କର ଅସ୍ଥିଗୁଡିକୁ ସ୍ଥାନାନ୍ତର କର ନାହିଁ। ତେଣୁ ସମାନେେ ସଠାେରେ ଶମରିଯାରୁ ଆଗତ ଭବିଷ୍ଯଦବକ୍ତାର ଅସ୍ଥି ସହିତ ତାଙ୍କର ଅସ୍ଥି ଛାଡି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ରାଜା କହିଲେ, ତାଙ୍କୁ ଛାଡ଼ିଦିଅ; କେହି ତାଙ୍କର ଅସ୍ଥି ସ୍ଥାନାନ୍ତର ନ କରୁ । ଏହେତୁ ସେମାନେ ଶମରୀୟାରୁ ଆଗତ ଭବିଷ୍ୟଦ୍-ବକ୍ତାର ଅସ୍ଥି ସହିତ ତାହାର ଅସ୍ଥି ଛାଡ଼ିଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ରାଜା କହିଲେ, “ପରମେଶ୍ୱରଙ୍କ ଲୋକଙ୍କୁ ଏକା ଛାଡ଼ିଦିଅ! ତାଙ୍କର ଅସ୍ଥିଗୁଡ଼ିକୁ ସ୍ଥାନାନ୍ତର କର ନାହିଁ।” ତେଣୁ ସେମାନେ ସେଠାରେ ଶମରିୟାରୁ ଆଗତ ଭବିଷ୍ୟଦ୍ବକ୍ତାର ଅସ୍ଥି ସହିତ ତାଙ୍କର ଅସ୍ଥି ଛାଡ଼ି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ରାଜା ଯୋଶୀୟ କହିଲେ, “ତାଙ୍କୁ ଛାଡ଼ିଦିଅ; କେହି ତାଙ୍କର ଅସ୍ଥି ସ୍ଥାନାନ୍ତର ନ କରୁ।” ଏହେତୁ ସେମାନେ ଶମରୀୟାରୁ ଆଗତ ଭବିଷ୍ୟଦ୍ବକ୍ତାଙ୍କର ଅସ୍ଥି ସହିତ ତାହାର ଅସ୍ଥି ଛାଡ଼ିଦେଲେ।
Odia IRV 2017 (ଓଡିଆ ବାଇବେଲ)
ତେବେ ରାଜା ଯୋଶୀୟ କହିଲେ, “ତାଙ୍କୁ ଛାଡ଼ିଦିଅ; କେହି ତାଙ୍କର ଅସ୍ଥି ସ୍ଥାନାନ୍ତର ନ କରୁ।” ଏହେତୁ ସେମାନେ ଶମରୀୟାରୁ ଆଗତ ଭବିଷ୍ୟଦ୍ବକ୍ତାଙ୍କର ଅସ୍ଥି ସହିତ ତାହାର ଅସ୍ଥି ଛାଡ଼ିଦେଲେ।