2 Kings 23:19 — Compare Translations
5 translations compared side by side
Odia - 1840
"ପୁଣି ଇଶ୍ରାୟେଲର ରାଜାମାନେ ସଦାପ୍ରଭୁଙ୍କୁ ବିରକ୍ତି କରିବା ପାଇଁ ଶମରିଯାର ନାନା ନଗର ରେ ଉଚ୍ଚସ୍ଥଳୀମାନଙ୍କ ରେ ମନ୍ଦିର ନିର୍ମାଣ କରିଥିଲେ ଯୋଶିୟଯ ସେ ସବୁ ଧ୍ବଂସ କଲେ। ବୈଥଲେ ରେ ଯେପରି କରିଥିଲେ ସଠାେରେ ମଧ୍ଯ ସହେିପରି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଇସ୍ରାଏଲର ରାଜାମାନେ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ଶମରୀୟାର ନାନା ନଗରରେ ଯେ ଯେ ଉଚ୍ଚସ୍ଥଳୀର ଗୃହ ନିର୍ମାଣ କରିଥିଲେ, ଯୋଶୀୟ ସେସବୁ ମଧ୍ୟ ଦୂର କଲେ ଓ ବୈଥେଲରେ ଯେପରି କର୍ମ କରିଥିଲେ, ସେସବୁ ପ୍ରତି ସେହିପରି କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଇସ୍ରାଏଲର ରାଜାମାନେ ସଦାପ୍ରଭୁଙ୍କୁ ବିରକ୍ତି କରିବା ପାଇଁ ଶମରିୟାର ନାନା ନଗରରେ ଉଚ୍ଚସ୍ଥଳୀମାନଙ୍କରେ ମନ୍ଦିର ନିର୍ମାଣ କରିଥିଲେ ଯୋଶିୟ ସେ ସବୁ ଧ୍ୱଂସ କଲେ। ବୈଥେଲ୍ରେ ଯେପରି କରିଥିଲେ ସେଠାରେ ମଧ୍ୟ ସେହିପରି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଇସ୍ରାଏଲର ରାଜାମାନେ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ଶମରୀୟାର ନାନା ନଗରରେ ଯେ ଯେ ଉଚ୍ଚସ୍ଥଳୀର ଗୃହ ନିର୍ମାଣ କରିଥିଲେ, ଯୋଶୀୟ ସେସବୁ ମଧ୍ୟ ଦୂର କଲେ ଓ ବେଥେଲ୍ରେ ଯେପରି କର୍ମ କରିଥିଲେ, ସେସବୁ ପ୍ରତି ସେହିପରି କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଇସ୍ରାଏଲର ରାଜାମାନେ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ଶମରୀୟାର ନାନା ନଗରରେ ଯେ ଯେ ଉଚ୍ଚସ୍ଥଳୀର ଗୃହ ନିର୍ମାଣ କରିଥିଲେ, ଯୋଶୀୟ ସେସବୁ ମଧ୍ୟ ଦୂର କଲେ ଓ ବେଥେଲ୍ରେ ଯେପରି କର୍ମ କରିଥିଲେ, ସେସବୁ ପ୍ରତି ସେହିପରି କଲେ।