2 Kings 23:2 — Compare Translations
5 translations compared side by side
Odia - 1840
"ଏହାପରେ ରାଜା ସଦାପ୍ରଭୁଙ୍କ ମନ୍ଦିରକୁ ଗମନ କଲେ। ତାଙ୍କ ସହିତ ଯିହୁଦାର ସମସ୍ତ ଲୋକ, ୟିରୁଶାଲମର ସମସ୍ତ ବାସିନ୍ଦା, ଯାଜକମାନେ, ଭବିଷ୍ଯଦ୍ବକ୍ତାମାନେ ଓ ସମସ୍ତ ବଡରୁ େଛାଟ ଗମନ କଲେ। ତହୁଁ ସଦାପ୍ରଭୁ ମନ୍ଦିରରୁ ପ୍ରାପ୍ତ ବ୍ଯବସ୍ଥା ପୁସ୍ତକର ସମସ୍ତ ବାକ୍ଯ ସମାନଙ୍କେର କର୍ଣ୍ଣ ଗୋଚର ହବୋ ପାଇଁ ଯୋଶିୟଯ ରାଜା ପାଠ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ରାଜା ସଦାପ୍ରଭୁଙ୍କ ଗୃହକୁ ଗମନ କଲେ, ଆଉ ତାଙ୍କ ସଙ୍ଗେ ଯିହୁଦାର ସମସ୍ତ ମନୁଷ୍ୟ ଓ ଯିରୂଶାଲମ ନିବାସୀ ସମସ୍ତେ ଓ ଯାଜକମାନେ ଓ ଭବିଷ୍ୟଦ୍ବକ୍ତାମାନେ ଓ ସାନ ବଡ଼ ସମସ୍ତ ଲୋକ ଗମନ କଲେ; ତହୁଁ ସେ ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ନିୟମ-ପୁସ୍ତକର ସମସ୍ତ ବାକ୍ୟ ସେମାନଙ୍କ କର୍ଣ୍ଣଗୋଚରରେ ପାଠ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ରାଜା ସଦାପ୍ରଭୁଙ୍କ ମନ୍ଦିରକୁ ଗମନ କଲେ। ତାଙ୍କ ସହିତ ଯିହୁଦାର ସମସ୍ତ ଲୋକ, ଯିରୁଶାଲମର ସମସ୍ତ ବାସିନ୍ଦା, ଯାଜକମାନେ, ଭବିଷ୍ୟଦ୍ବକ୍ତାମାନେ ଓ ସମସ୍ତ ବଡ଼ରୁ ଛୋଟ ଗମନ କଲେ। ତହୁଁ ସଦାପ୍ରଭୁଙ୍କ ମନ୍ଦିରରୁ ପ୍ରାପ୍ତ ବ୍ୟବସ୍ଥା ପୁସ୍ତକର ସମସ୍ତ ବାକ୍ୟ ସେମାନଙ୍କର କର୍ଣ୍ଣ ଗୋଚର ହେବା ପାଇଁ ଯୋଶିୟ ରାଜା ପାଠ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ରାଜା ସଦାପ୍ରଭୁଙ୍କ ଗୃହକୁ ଗମନ କଲେ, ଆଉ ତାଙ୍କ ସଙ୍ଗେ ଯିହୁଦାର ସମସ୍ତ ମନୁଷ୍ୟ ଓ ଯିରୂଶାଲମ ନିବାସୀ ସମସ୍ତେ ଓ ଯାଜକମାନେ ଓ ଭବିଷ୍ୟଦ୍ବକ୍ତାମାନେ ଓ ସାନ ବଡ଼ ସମସ୍ତ ଲୋକ ଗମନ କଲେ। ତହୁଁ ସେ ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ନିୟମ-ପୁସ୍ତକର ସମସ୍ତ ବାକ୍ୟ ସେମାନଙ୍କ କର୍ଣ୍ଣଗୋଚରରେ ପାଠ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ରାଜା ସଦାପ୍ରଭୁଙ୍କ ଗୃହକୁ ଗମନ କଲେ, ଆଉ ତାଙ୍କ ସଙ୍ଗେ ଯିହୁଦାର ସମସ୍ତ ମନୁଷ୍ୟ ଓ ଯିରୂଶାଲମ ନିବାସୀ ସମସ୍ତେ ଓ ଯାଜକମାନେ ଓ ଭବିଷ୍ୟଦ୍ବକ୍ତାମାନେ ଓ ସାନ ବଡ଼ ସମସ୍ତ ଲୋକ ଗମନ କଲେ। ତହୁଁ ସେ ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ନିୟମ ପୁସ୍ତକର ସମସ୍ତ ବାକ୍ୟ ସେମାନଙ୍କ କର୍ଣ୍ଣଗୋଚରରେ ପାଠ କଲେ।