2 Kings 23:20 — Compare Translations

5 translations compared side by side

Odia - 1840
"ଯୋଶିୟଯ ଶମରିଯାର ଉଚ୍ଚସ୍ଥଳୀର ଯାଜକମାନଙ୍କୁ ୟଜ୍ଞବଦେୀ ରେ ବଧ କଲେ ଓ ସେ ଉପରେ ମନୁଷ୍ଯମାନଙ୍କ ଅସ୍ଥି ୟଜ୍ଞବଦେୀ ଉପରେ ଦଗ୍ଧ କଲେ। ଏହି ରୂପେ ସେ ସମସ୍ତ ପୂଜା ସ୍ଥାନକୁ ଅଶୁଚି କରି ୟିରୁଶାଲମକୁ ଫରେିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଉଚ୍ଚସ୍ଥଳୀର ଯାଜକ ସମସ୍ତଙ୍କୁ ଯଜ୍ଞବେଦିରେ ବଧ କରି ତହିଁ ଉପରେ ମନୁଷ୍ୟମାନଙ୍କ ଅସ୍ଥି ଦଗ୍ଧ କଲେ; ଏଉତ୍ତାରେ ସେ ଯିରୂଶାଲମକୁ ଫେରିଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଶିୟ ଶମରିୟାର ଉଚ୍ଚସ୍ଥଳୀର ଯାଜକମାନଙ୍କୁ ଯଜ୍ଞବେଦିରେ ବଧ କଲେ ଓ ସେ ଉପରେ ମନୁଷ୍ୟମାନଙ୍କ ଅସ୍ଥି ଯଜ୍ଞବେଦି ଉପରେ ଦ‌ଗ୍‌ଧ କଲେ। ଏହିରୂପେ ସେ ସମସ୍ତ ପୂଜା ସ୍ଥାନକୁ ଅଶୁଚି କରି ଯିରୁଶାଲମକୁ ଫେରିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ଉଚ୍ଚସ୍ଥଳୀର ଯାଜକ ସମସ୍ତଙ୍କୁ ଯଜ୍ଞବେଦିରେ ବଧ କରି, ତହିଁ ଉପରେ ମନୁଷ୍ୟମାନଙ୍କ ଅସ୍ଥି ଦଗ୍ଧ କଲେ; ଏଥିଉତ୍ତାରେ ସେ ଯିରୂଶାଲମକୁ ଫେରିଗଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ଉଚ୍ଚସ୍ଥଳୀର ଯାଜକ ସମସ୍ତଙ୍କୁ ଯଜ୍ଞବେଦିରେ ବଧ କରି, ତହିଁ ଉପରେ ମନୁଷ୍ୟମାନଙ୍କ ଅସ୍ଥି ଦଗ୍ଧ କଲେ; ଏଥିଉତ୍ତାରେ ସେ ଯିରୂଶାଲମକୁ ଫେରିଗଲେ।