2 Kings 23:21 — Compare Translations

5 translations compared side by side

Odia - 1840
"ତା'ପରେ ଯୋଶିୟ ରାଜା ସମସ୍ତ ଲୋକଙ୍କୁ ଆଦେଶ ଦେଲେ, ଏହି ନିଯମ ପୁସ୍ତକର ୟୁକ୍ତିନୁସା ରେ ତୁମ୍ଭର ପରମେଶ୍ବର ସଦାପ୍ରଭୁଙ୍କର ସମ୍ମାନାର୍ଥେ ନିସ୍ତାର ପର୍ବ ପାଳନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ରାଜା ସମସ୍ତ ଲୋକଙ୍କୁ ଆଜ୍ଞା ଦେଇ କହିଲେ, ଏହି ନିୟମ-ପୁସ୍ତକରେ ଯେପରି ଲେଖାଅଛି; ତଦନୁସାରେ ତୁମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କର।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ଲୋକେ ନିସ୍ତାରପର୍ବ ପାଳନ କରନ୍ତି ତା’ପରେ ଯୋଶିୟ ରାଜା ସମସ୍ତ ଲୋକଙ୍କୁ ଆଦେଶ ଦେଲେ, “ଏହି ନିୟମ ପୁସ୍ତକର ଯୁକ୍ତିନୁସାରେ ତୁମ୍ଭର ପରମେଶ୍ୱର ସଦାପ୍ରଭୁଙ୍କର ସମ୍ମାନାର୍ଥେ ନିସ୍ତାରପର୍ବ ପାଳନ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ରାଜା ସମସ୍ତ ଲୋକଙ୍କୁ ଆଜ୍ଞା ଦେଇ କହିଲେ, “ଏହି ନିୟମ ପୁସ୍ତକରେ ଯେପରି ଲେଖାଅଛି; ତଦନୁସାରେ ତୁମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କର।”
Odia IRV 2017 (ଓଡିଆ ବାଇବେଲ)
ଆହୁରି ରାଜା ସମସ୍ତ ଲୋକଙ୍କୁ ଆଜ୍ଞା ଦେଇ କହିଲେ, “ଏହି ନିୟମ ପୁସ୍ତକରେ ଯେପରି ଲେଖାଅଛି; ତଦନୁସାରେ ତୁମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କର।”