2 Kings 23:22 — Compare Translations
5 translations compared side by side
Odia - 1840
"ପୂର୍ବଦିନଗୁଡିକରେ ଇଶ୍ରାୟେଲ ଓ ଯିହୁଦାର ରାଜାମାନଙ୍କର ଶାସନର ପୂର୍ବବର୍ତ୍ତୀ କାଳ ରେ ବିଗ୍ଭରକମାନେ ଇଶ୍ରାୟେଲ ରେ ଶାସନ କଲେ। ଏପରି ନିସ୍ତାର ପର୍ବ ପାଳନ କବେେ ହାଇେ ନଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରକୃତରେ ଇସ୍ରାଏଲର ବିଚାରକାରୀ ବିଚାର-କର୍ତ୍ତୃଗଣର ସମୟଠାରୁ, କିଅବା ଇସ୍ରାଏଲର ରାଜାମାନଙ୍କର ଓ ଯିହୁଦାର ରାଜାମାନଙ୍କର ସମସ୍ତ ସମୟରେ ଏପ୍ରକାର ନିସ୍ତାର ପର୍ବ ପାଳନ କରାଯାଇ ନ ଥିଲା;
Odia Bible ERV 2004 (ପବିତ୍ର ବାଇବଲ)
ପୂର୍ବଦିନଗୁଡ଼ିକରେ ଇସ୍ରାଏଲ ଓ ଯିହୁଦାର ରାଜାମାନଙ୍କର ଶାସନର ପୂର୍ବବର୍ତ୍ତୀ କାଳରେ ବିଗ୍ଭରକମାନେ ଇସ୍ରାଏଲରେ ଶାସନ କଲେ। ଏପରି ନିସ୍ତାରପର୍ବ ପାଳନ କେବେ ହୋଇ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରକୃତରେ ଇସ୍ରାଏଲର ବିଚାରକାରୀ ବିଚାରକର୍ତ୍ତୃଗଣର ସମୟଠାରୁ, କିଅବା ଇସ୍ରାଏଲର ରାଜାମାନଙ୍କର ଓ ଯିହୁଦାର ରାଜାମାନଙ୍କର ସମସ୍ତ ସମୟରେ ଏପ୍ରକାର ନିସ୍ତାର ପର୍ବ ପାଳନ କରାଯାଇ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପ୍ରକୃତରେ ଇସ୍ରାଏଲର ବିଚାରକାରୀ ବିଚାର କର୍ତ୍ତୃଗଣର ସମୟଠାରୁ, କିଅବା ଇସ୍ରାଏଲର ରାଜାମାନଙ୍କର ଓ ଯିହୁଦାର ରାଜାମାନଙ୍କର ସମସ୍ତ ସମୟରେ ଏପ୍ରକାର ନିସ୍ତାର ପର୍ବ ପାଳନ କରାଯାଇ ନ ଥିଲା।