2 Kings 23:24 — Compare Translations
5 translations compared side by side
Odia - 1840
"ଆହୁରି ଯୋଶିୟଯ ଯେପରି ସଦାପ୍ରଭୁଙ୍କ ମନ୍ଦିର ରେ ହିଲକିଯ ଯାଜକର ପ୍ରାପ୍ତ ପୁସ୍ତକରେ ଲିଖିତ ବ୍ଯବସ୍ଥାର ସମସ୍ତ ବାକ୍ଯ ସଫଳ କରି ପାରିବେ, ସେଥିପାଇଁ ଯିହୁଦାର ଓ ୟିରୁଶାଲମ ଦ୍ବାରା ଆରାଧନା କରୁଥିବ। ଯେଉଁ ସମସ୍ତ ମାଧ୍ଯମଗୁଡିକ ଗୁଣୀ, ଠାକୁର, ପୁତ୍ତଳିକା ଓ ଘୃଣା ଯୋଗ୍ଯ ବସ୍ତୁ ଦଖାଗେଲା ସେ ତାହା ସବୁ ଦୂର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ଯୋଶୀୟ ଯେପରି ସଦାପ୍ରଭୁଙ୍କ ଗୃହରେ ହିଲ୍କୀୟ ଯାଜକର ପ୍ରାପ୍ତ ପୁସ୍ତକରେ ଲିଖିତ ବ୍ୟବସ୍ଥାର ସମସ୍ତ ବାକ୍ୟ ସଫଳ କରି ପାରିବେ, ଏଥିପାଇଁ ଯିହୁଦା ଦେଶରେ ଓ ଯିରୂଶାଲମରେ ଯେସବୁ ଭୂତୁଡ଼ିଆ ଓ ଗୁଣିଆ ଓ ଠାକୁର ଓ ପୁତ୍ତଳି ଓ ଘୃଣାଯୋଗ୍ୟ ବସ୍ତୁ ଦେଖାଗଲା, ସେ ତାହାସବୁ ଦୂର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆହୁରି ଯୋଶିୟ ଯେପରି ସଦାପ୍ରଭୁଙ୍କ ମନ୍ଦିରରେ ହିଲ୍କିୟ ଯାଜକର ପ୍ରାପ୍ତ ପୁସ୍ତକରେ ଲିଖିତ ବ୍ୟବସ୍ଥାର ସମସ୍ତ ବାକ୍ୟ ସଫଳ କରି ପାରିବେ, ସେଥିପାଇଁ ଯିହୁଦାର ଓ ଯିରୁଶାଲମ ଦ୍ୱାରା ଆରାଧନା କରୁଥିବା ଯେଉଁ ସମସ୍ତ ମାଧ୍ୟମଗୁଡ଼ିକ ଗୁଣୀ, ଠାକୁର, ପୁତ୍ତଳିକା ଓ ଘୃଣାଯୋଗ୍ୟ ବସ୍ତୁ ଦେଖାଗଲା ସେ ତାହା ସବୁ ଦୂର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ଯୋଶୀୟ ଯେପରି ସଦାପ୍ରଭୁଙ୍କ ଗୃହରେ ହିଲ୍କୀୟ ଯାଜକର ପ୍ରାପ୍ତ ପୁସ୍ତକରେ ଲିଖିତ ବ୍ୟବସ୍ଥାର ସମସ୍ତ ବାକ୍ୟ ସଫଳ କରି ପାରିବେ, ଏଥିପାଇଁ ଯିହୁଦା ଦେଶରେ ଓ ଯିରୂଶାଲମରେ ଯେସବୁ ଭୂତୁଡ଼ିଆ, ଗୁଣିଆ, ଠାକୁର, ପୁତ୍ତଳି ଓ ଘୃଣାଯୋଗ୍ୟ ବସ୍ତୁ ଦେଖାଗଲା, ସେ ତାହାସବୁ ଦୂର କଲେ।
Odia IRV 2017 (ଓଡିଆ ବାଇବେଲ)