2 Kings 23:26 — Compare Translations
5 translations compared side by side
Odia - 1840
"କିନ୍ତୁ ମନଃଶି ଯେଉଁ ସବୁ ବିରକ୍ତିଜନକ କ୍ରିଯାଦ୍ବାରା ସଦାପ୍ରଭୁଙ୍କୁ କୋର୍ଧାନ୍ବିତ କରିଥିଲେ, ସେଥି ସକାେଶ ଯିହୁଦା ପ୍ରତିକୂଳ ରେ ତାଙ୍କର ଯେଉଁ କ୍ ରଧେ ପ୍ରଜ୍ଜଳିତ ହାଇେଥିଲା, ସଦାପ୍ରଭୁ ସହେି ପ୍ରଚଣ୍ତ ମହା କୋପରୁ ବିରତ ହେଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ମନଃଶି ଯେସବୁ ବିରକ୍ତିଜନକ କ୍ରିୟା ଦ୍ଵାରା ସଦାପ୍ରଭୁଙ୍କୁ ବିରକ୍ତ କରିଥିଲେ, ତହିଁ ସକାଶୁ ଯିହୁଦା ପ୍ରତିକୂଳରେ ତାହାଙ୍କର ଯେଉଁ କ୍ରୋଧ ପ୍ରଜ୍ଵଳିତ ହୋଇଥିଲା, ସଦାପ୍ରଭୁ ଆପଣାର ସେହି ପ୍ରଚଣ୍ତ ମହାକୋପରୁ ଫେରିଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମନଃଶି ଯେଉଁସବୁ ବିରକ୍ତିଜନକ କ୍ରିୟାଦ୍ୱାରା ସଦାପ୍ରଭୁଙ୍କୁ କ୍ରୋଧାନ୍ୱିତ କରିଥିଲେ, ସେଥି ସକାଶେ ଯିହୁଦା ପ୍ରତିକୂଳରେ ତାଙ୍କର ଯେଉଁ କ୍ରୋଧ ପ୍ରଜ୍ୱଳିତ ହୋଇଥିଲା, ସଦାପ୍ରଭୁ ସେହି ପ୍ରଚଣ୍ତ ମହାକୋପରୁ ବିରତ ହେଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ମନଃଶି ଯେସବୁ ବିରକ୍ତିଜନକ କ୍ରିୟା ଦ୍ୱାରା ସଦାପ୍ରଭୁଙ୍କୁ ବିରକ୍ତ କରିଥିଲେ, ତହିଁ ସକାଶୁ ଯିହୁଦା ପ୍ରତିକୂଳରେ ତାହାଙ୍କର ଯେଉଁ କ୍ରୋଧ ପ୍ରଜ୍ୱଳିତ ହୋଇଥିଲା, ସଦାପ୍ରଭୁ ଆପଣାର ସେହି ପ୍ରଚଣ୍ଡ ମହାକୋପରୁ ଫେରିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତଥାପି ମନଃଶି ଯେସବୁ ବିରକ୍ତିଜନକ କ୍ରିୟା ଦ୍ୱାରା ସଦାପ୍ରଭୁଙ୍କୁ ବିରକ୍ତ କରିଥିଲେ, ତହିଁ ସକାଶୁ ଯିହୁଦା ପ୍ରତିକୂଳରେ ତାହାଙ୍କର ଯେଉଁ କ୍ରୋଧ ପ୍ରଜ୍ୱଳିତ ହୋଇଥିଲା, ସଦାପ୍ରଭୁ ଆପଣାର ସେହି ପ୍ରଚଣ୍ଡ ମହାକୋପରୁ ଫେରିଲେ ନାହିଁ।