2 Kings 23:27 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କହିଲେ, ମୁଁ ଯିହୁଦାକୁ ଅପସାରଣ କରିବି, ଯଭେଳି ମୁଁ ଇଶ୍ରାୟେଲକୁ ମାରଦେୃଷ୍ଟିରୁ ଅପସାରଣ କରିଛି। ମୁଁ ମାରେ ମନୋନୀତ ସହର ୟିରୁଶାଲମକୁ ପରିତ୍ଯାଗ କରିବି। ମୁଁ ଯେଉଁ ମନ୍ଦିର ବିଷଯ ରେ କହିଥିଲି, ' ମାରେ ନାମ ସଠାେରେ ରହିବ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ସଦାପ୍ରଭୁ କହିଲେ, ଆମ୍ଭେ ଯେପରି ଇସ୍ରାଏଲକୁ ଦୂର କରିଅଛୁ, ସେପରି ଆମ୍ଭେ ଆପଣା ଦୃଷ୍ଟିରୁ ଯିହୁଦାକୁ ମଧ୍ୟ ଦୂର କରିବା ଓ ଆମ୍ଭେ ଏହି ଯେ ଯିରୂଶାଲମ ନଗରକୁ ମନୋନୀତ କରିଅଛୁ ଓ ଏହି ସ୍ଥାନରେ ଆମ୍ଭର ନାମ ରହିବ ବୋଲି ଯେଉଁ ଗୃହ ବିଷୟରେ କରିଅଛୁ, ଏହାକୁ ଆମ୍ଭେ ଅଗ୍ରାହ୍ୟ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହିଲେ, “ମୁଁ ଯିହୁଦାକୁ ଅପସାରଣ କରିବି, ଯେଭଳି ମୁଁ ଇସ୍ରାଏଲକୁ ମୋର ଦୃଷ୍ଟିରୁ ଅପସାରଣ କରିଛି। ମୁଁ ମୋର ମନୋନୀତ ସହର ଯିରୁଶାଲମକୁ ପରିତ୍ୟାଗ କରିବି।” ମୁଁ ଯେଉଁ ମନ୍ଦିର ବିଷୟରେ କହିଥିଲି, ‘ମୋର ନାମ ସେଠାରେ ରହିବ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ସଦାପ୍ରଭୁ କହିଲେ, “ଆମ୍ଭେ ଯେପରି ଇସ୍ରାଏଲକୁ ଦୂର କରିଅଛୁ, ସେପରି ଆମ୍ଭେ ଆପଣା ଦୃଷ୍ଟିରୁ ଯିହୁଦାକୁ ମଧ୍ୟ ଦୂର କରିବା ଓ ଆମ୍ଭେ ଏହି ଯେ ଯିରୂଶାଲମ ନଗରକୁ ମନୋନୀତ କରିଅଛୁ ଓ ଏହି ସ୍ଥାନରେ ଆମ୍ଭର ନାମ ରହିବ ବୋଲି ଯେଉଁ ଗୃହ ବିଷୟରେ କରିଅଛୁ, ଏହାକୁ ଆମ୍ଭେ ଅଗ୍ରାହ୍ୟ କରିବା।”
Odia IRV 2017 (ଓଡିଆ ବାଇବେଲ)