2 Kings 23:28 — Compare Translations
5 translations compared side by side
Odia - 1840
"ଯୋଶିୟଯଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର କ୍ରିଯା ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଯୋଶୀୟଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦା-ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଯୋଶିୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର କ୍ରିୟା ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଯୋଶୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଏହି ଯୋଶୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କ’ଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?