2 Kings 23:29 — Compare Translations

5 translations compared side by side

Odia - 1840
"ଯୋଶିୟଯଙ୍କ ରାଜତ୍ବ କାଳ ରେ ମିଶରର ରାଜା ଫାରୋ-ନଖୋଶୂରୀଯ ରାଜା ବିପକ୍ଷ ରେ ୟୁଦ୍ଧ କରିବାକୁ ଫରତ ନଦୀ ଆଡକୁ ୟାତ୍ରା କଲେ। ଯୋଶିୟଯ ଫାରୋ ସହିତ ମାଗିଦ୍ଦୋ ନିକଟରେ ଭଟେିବାକୁ ଗଲେ। ସହେିଠା ରେ ଫାରୋ ଯୋଶିୟଙ୍କୁ ଦେଖି ବଧକଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାଙ୍କ ସମୟରେ ମିସ୍ରୀୟ ରାଜା ଫାରୋ-ନଖୋ ଅଶୂରୀୟ ରାଜାର ପ୍ରତିକୂଳରେ ଫରାତ୍ ନଦୀ ଆଡ଼କୁ ଯାତ୍ରା କଲା; ଆଉ ଯୋଶୀୟ ରାଜା ତାହା ପ୍ରତିକୂଳରେ ଯାତ୍ରା କଲେ; ତହିଁରେ ଫାରୋ-ନଖୋ ତାଙ୍କୁ ଦେଖି ମଗିଦ୍ଦୋ ନିକଟରେ ତାଙ୍କୁ ବଧ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଶିୟଙ୍କ ମୃତ୍ୟୁ ଯୋଶିୟଙ୍କ ରାଜତ୍ୱ କାଳରେ ମିଶରର ରାଜା ଫାରୋ-ନଖୋଶୂରୀୟ ରାଜା ବିପକ୍ଷରେ ଯୁଦ୍ଧ କରିବାକୁ ଫରାତ ନଦୀ ଆଡ଼କୁ ଯାତ୍ରା କଲେ। ଯୋଶିୟ ଫାରୋ ସହିତ ମଗିଦ୍ଦୋ ନିକଟରେ ଭେଟିବାକୁ ଗଲେ। ସେହିଠାରେ ଫାରୋ ଯୋଶିୟଙ୍କୁ ଦେଖି ବଧକଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାଙ୍କ ସମୟରେ ମିସରୀୟ ରାଜା ଫାରୋ-ନଖୋ ଅଶୂରୀୟ ରାଜାର ବିରୁଦ୍ଧରେ ଫରାତ୍‍ ନଦୀ ଆଡ଼କୁ ଯାତ୍ରା କଲା; ଆଉ ଯୋଶୀୟ ରାଜା ତାହା ବିରୁଦ୍ଧରେ ଯାତ୍ରା କଲେ ତହିଁରେ ଫାରୋ-ନଖୋ ତାଙ୍କୁ ଦେଖି ମଗିଦ୍ଦୋ ନିକଟରେ ତାଙ୍କୁ ବଧ କଲା।
Odia IRV 2017 (ଓଡିଆ ବାଇବେଲ)
ତାଙ୍କ ସମୟରେ ମିସ୍ରୀୟ ରାଜା ଫାରୋ-ନଖୋ ଅଶୂରୀୟ ରାଜାର ବିରୁଦ୍ଧରେ ଫରାତ୍‍ ନଦୀ ଆଡ଼କୁ ଯାତ୍ରା କଲା; ଆଉ ଯୋଶୀୟ ରାଜା ତାହା ବିରୁଦ୍ଧରେ ଯାତ୍ରା କଲେ ତହିଁରେ ଫାରୋ-ନଖୋ ତାଙ୍କୁ ଦେଖି ମଗିଦ୍ଦୋ ନିକଟରେ ତାଙ୍କୁ ବଧ କଲା।