2 Kings 23:3 — Compare Translations
5 translations compared side by side
Odia - 1840
"ଏଥି ରେ ରାଜା ସ୍ତମ୍ଭ ସମ୍ମୁଖ ରେ ଠିଆ ହେଲେ। ସଦାପ୍ରଭୁଙ୍କ ସହିତ ଗୋଟିଏ ୟୁକ୍ତି କଲେ ଏବଂ ସଦାପ୍ରଭୁଙ୍କୁ ଅନୁକରଣ କରିବାକୁ ତାଙ୍କର ଆଜ୍ଞାମାନ, ସାକ୍ଷକଥା ଓ ନିଯମମାନ ତାଙ୍କ ସମସ୍ତ ହୃଦଯ ଓ ମନ ସହିତ ପ୍ରତିଜ୍ଞା କଲେ ଏବଂ ପ୍ରେତ୍ୟକକ ଲୋକ ଏହା କରିବାକୁ ରାଜି ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ରାଜା ସ୍ତମ୍ଭ ନିକଟରେ ଠିଆ ହୋଇ ସଦାପ୍ରଭୁଙ୍କର ଅନୁଗାମୀ ହେବାକୁ ଓ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କ ଆଜ୍ଞା ଓ ସାକ୍ଷ୍ୟ-କଥା ଓ ବିଧି ପାଳନ କରି ଏହି ପୁସ୍ତକଲିଖିତ ନିୟମ-ବାକ୍ୟ ସଫଳ କରିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ନିୟମ କଲେ; ଆଉ ସମୁଦାୟ ଲୋକ ସେହି ନିୟମରେ ସମ୍ମତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ରାଜା ସ୍ତମ୍ଭ ସମ୍ମୁଖରେ ଠିଆ ହେଲେ ଓ ସଦାପ୍ରଭୁଙ୍କ ସହିତ ଗୋଟିଏ ଯୁକ୍ତି କଲେ ଏବଂ ସଦାପ୍ରଭୁଙ୍କୁ ଅନୁକରଣ କରିବାକୁ ତାଙ୍କର ଆଜ୍ଞାମାନ, ସାକ୍ଷକଥା ଓ ନିୟମମାନ ତାଙ୍କ ସମସ୍ତ ହୃଦୟ ଓ ମନ ସହିତ ପ୍ରତିଜ୍ଞା କଲେ ଏବଂ ପ୍ରତ୍ୟେକ ଲୋକ ଏହା କରିବାକୁ ରାଜି ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ରାଜା ସ୍ତମ୍ଭ ନିକଟରେ ଠିଆ ହୋଇ ସଦାପ୍ରଭୁଙ୍କର ଅନୁଗାମୀ ହେବାକୁ ଓ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କ ଆଜ୍ଞା ଓ ସାକ୍ଷ୍ୟ କଥା ଓ ବିଧି ପାଳନ କରି, ଏହି ପୁସ୍ତକରେ ଲିଖିତ ନିୟମ-ବାକ୍ୟ ସଫଳ କରିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ନିୟମ କଲେ। ଆଉ ସମୁଦାୟ ଲୋକ ସେହି ନିୟମରେ ସମ୍ମତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ରାଜା ସ୍ତମ୍ଭ ନିକଟରେ ଠିଆ ହୋଇ ସଦାପ୍ରଭୁଙ୍କର ଅନୁଗାମୀ ହେବାକୁ ଓ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କ ଆଜ୍ଞା ଓ ସାକ୍ଷ୍ୟ କଥା ଓ ବିଧି ପାଳନ କରି, ଏହି ପୁସ୍ତକରେ ଲିଖିତ ନିୟମ ବାକ୍ୟ ସଫଳ କରିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ନିୟମ କଲେ। ଆଉ ସମୁଦାୟ ଲୋକ ସେହି ନିୟମରେ ସମ୍ମତ ହେଲେ।