2 Kings 23:30 — Compare Translations

5 translations compared side by side

Odia - 1840
"ଏହାପରେ ଯୋଶିୟଯଙ୍କ ସବେକମାନେ ତାଙ୍କର ମୃତ ଶରୀରକୁ ଗୋଟିଏ ରଥରେ ମାଗିଦ୍ଦୋରୁ ୟିରୁଶାଲମକୁ ଆଣି ତାଙ୍କ ନିଜ କବରସ୍ଥାନ ରେ କବର ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଯୋଶୀୟଙ୍କ ଦାସମାନେ ମଗିଦ୍ଦୋରୁ ଯିରୂଶାଲମକୁ ତାଙ୍କର ମୃତ ଶରୀର ରଥରେ ଆଣି ତାଙ୍କର ନିଜ କବରରେ କବର ଦେଲେ । ତହୁଁ ଦେଶର ଲୋକମାନେ ଯୋଶୀୟଙ୍କର ପୁତ୍ର ଯିହୋୟାହସଙ୍କୁ ନେଇ ତାଙ୍କୁ ଅଭିଷେକ କରି ତାଙ୍କ ପିତାଙ୍କ ପଦରେ ତାଙ୍କୁ ରାଜା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯୋଶିୟଙ୍କ ସେବକମାନେ ତାଙ୍କର ମୃତ ଶରୀରକୁ ଗୋଟିଏ ରଥରେ ମଗିଦ୍ଦୋରୁ ଯିରୁଶାଲମକୁ ଆଣି ତାଙ୍କ ନିଜ କବରସ୍ଥାନରେ କବର ଦେଲେ। ଏହା ପରେ ଦେଶର ଲୋକମାନେ ଯୋଶିୟଙ୍କର ପୁତ୍ର ଯିହୋୟାହ‌ସଙ୍କୁ ନେଇ ତାହାଙ୍କୁ ଅଭିଷେକ କରି ତାଙ୍କ ପିତାଙ୍କ ପଦରେ ତାଙ୍କୁ ରାଜା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯୋଶୀୟଙ୍କ ଦାସମାନେ ମଗିଦ୍ଦୋରୁ ଯିରୂଶାଲମକୁ ତାଙ୍କର ମୃତ ଶରୀର ରଥରେ ଆଣି ତାଙ୍କର ନିଜ କବରରେ କବର ଦେଲେ। ତହୁଁ ଦେଶର ଲୋକମାନେ ଯୋଶୀୟଙ୍କର ପୁତ୍ର ଯିହୋୟାହସ୍‌ଙ୍କୁ ନେଇ ତାଙ୍କୁ ଅଭିଷେକ କରି ତାଙ୍କ ପିତାଙ୍କ ପଦରେ ତାଙ୍କୁ ରାଜା କଲେ।
Odia IRV 2017 (ଓଡିଆ ବାଇବେଲ)