2 Kings 23:31 — Compare Translations

5 translations compared side by side

Odia - 1840
"ଯିହାୟୋଦାରହସ୍ ଯେତବେେଳେ ରାଜା ହେଲେ ସେତବେେଳେ ତାଙ୍କୁ ତଇେଶି ବର୍ଷ ହାଇେଥିଲା। ସେ ୟିରୁଶାଲମ ରେ ତିନିମାସ ରାଜତ୍ବ କଲେ। ତାଙ୍କର ମାତାଙ୍କ ନାମ ହମୁଟଲ୍, ସେ ଲିବ୍ନା ନିବାସୀ ୟିରମିଯର କନ୍ଯା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୋୟାହସ୍ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ତେଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ହମୁଟଲ୍, ସେ ଲିବ୍ନା-ନିବାସୀ ଯିରିମୀୟର କନ୍ୟା ଥଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋୟାହସ୍ ଯିହୁଦାରେ ରାଜା ହୁଅନ୍ତି ଯିହୋୟାହସ୍ ଯେତେବେଳେ ରାଜା ହେଲେ ସେତେବେଳେ ତାଙ୍କୁ ତେଇଶ୍ ବର୍ଷ ହୋଇଥିଲା। ସେ ଯିରୁଶାଲମରେ ତିନି ମାସ ରାଜତ୍ୱ କଲେ। ତାଙ୍କର ମାତାଙ୍କ ନାମ ହମୁଟଲ୍, ସେ ଲି‌ବ୍‌ନା ନିବାସୀ ଯିରିମିୟର କନ୍ୟା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୋୟାହସ୍‌ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ତେଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ହମୁଟଲ୍‍, ସେ ଲିବ୍‍ନା ନିବାସୀ ଯିରିମୀୟର କନ୍ୟା ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଯିହୋୟାହସ୍‌ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ତେଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ହମୁଟଲ୍‍, ସେ ଲିବ୍‍ନା ନିବାସୀ ଯିରିମୀୟର କନ୍ୟା ଥିଲେ।