2 Kings 23:32 — Compare Translations

5 translations compared side by side

Odia - 1840
"ସେ ମଧ୍ଯ ତାଙ୍କ ପୂର୍ବପୁରୁଷମାନଙ୍କ ପରି କୁକର୍ମ କଲେ, ଯାହା ସଦାପ୍ରଭୁଙ୍କ ଦୃଷ୍ଟି ରେ ମନ୍ଦ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ପୂର୍ବପୁରୁଷଗଣର ସକଳ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ମଧ୍ୟ ତାଙ୍କ ପୂର୍ବପୁରୁଷମାନଙ୍କ ପରି କୁକର୍ମ କଲେ, ଯାହା ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ପୂର୍ବପୁରୁଷଗଣର ସକଳ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ପୂର୍ବପୁରୁଷଗଣର ସକଳ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।