2 Kings 23:33 — Compare Translations
5 translations compared side by side
Odia - 1840
"ଫାରୋ-ନଖୋ ଯିହାୟୋଦାରହସ୍ଙ୍କୁ ହମାତ୍ ଦେଶସ୍ଥ ରିବ୍ଲା ରେ ବନ୍ଦୀ କରି ରଖିଲେ। ତେଣୁ ସେ ଆଉ ୟିରୁଶାଲମ ରେ ଶାସନ କରି ପାରିଲେ ନାହିଁ। ପୁଣି ଫାରୋ-ନଖୋ ଯିହୁଦା ଦେଶ ଉପରେ 100 ତାଳନ୍ତ ରୂପା ଓ ଏକ ତାଳନ୍ତ ସୁନା କର ଧାର୍ୟ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଯେପରି ଯିରୂଶାଲମରେ ରାଜ୍ୟ କରି ନ ପାରିବେ, ଏଥିପାଇଁ ଫାରୋ-ନଖୋ ହମାତ୍ ଦେଶସ୍ଥ ରିବ୍ଲାରେ ତାଙ୍କୁ ବନ୍ଦ କରି ରଖିଲା ଓ ଦେଶ ଉପରେ ଏକ ଶହ ତାଳ; ରୂପା ଓ ଏକ ତାଳ; ସୁନା କର ବସାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ଫାରୋ-ନଖୋ ଯିହୋୟାହସଙ୍କୁ ହମାତ୍ ଦେଶସ୍ଥ ରିବ୍ଲାରେ ବନ୍ଦୀ କରି ରଖିଲେ। ତେଣୁ ସେ ଆଉ ଯିରୁଶାଲମରେ ଶାସନ କରି ପାରିଲେ ନାହିଁ। ପୁଣି ଫାରୋ-ନଖୋ ଯିହୁଦା ଦେଶ ଉପରେ 100 ତାଳନ୍ତ ରୂପା ଓ ଏକ ତାଳନ୍ତ ସୁନା କର ଧାର୍ଯ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ଯେପରି ଯିରୂଶାଲମରେ ରାଜ୍ୟ କରି ନ ପାରିବେ, ଏଥିପାଇଁ ଫାରୋ-ନଖୋ ହମାତ ଦେଶସ୍ଥ ରିବ୍ଲାରେ ତାଙ୍କୁ ବନ୍ଦ କରି ରଖିଲା ଓ ଦେଶ ଉପରେ ଏକ ଶହ ତାଳନ୍ତ ରୂପା ଓ ଏକ ତାଳନ୍ତ ସୁନା କର ବସାଇଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ଯେପରି ଯିରୂଶାଲମରେ ରାଜ୍ୟ କରି ନ ପାରିବେ, ଏଥିପାଇଁ ଫାରୋ-ନଖୋ ହମାତ ଦେଶସ୍ଥ ରିବ୍ଲାରେ ତାଙ୍କୁ ବନ୍ଦ କରି ରଖିଲା ଓ ଦେଶ ଉପରେ ଏକ ଶହ ତାଳନ୍ତ ରୂପା ଓ ଏକ ତାଳନ୍ତ ସୁନା କର ବସାଇଲା।