2 Kings 23:34 — Compare Translations

5 translations compared side by side

Odia - 1840
"ତହୁଁ ଫାରୋ-ନଖୋ ଯୋଶିୟଯଙ୍କର ପୁତ୍ର ଇଲିଯାକୀମ୍ ୟିଏ ଯୋଶିୟଯଙ୍କର ସ୍ଥାନ ରେ ନୂଆ ରାଜା ପଦ ରେ ଘୋଷଣା କଲେ, ସେ ତାଙ୍କର ନାମ ଯିହାୟୋଦାରକୀମ୍ ରଖିଲା। କିନ୍ତୁ ଯିହାୟୋଦାରହସ୍ଙ୍କୁ ସେ ମିଶରକୁ ନଇଗେଲେ ଓ ସହେିଠା ରେ ତାଙ୍କର ମୃତ୍ଯୁ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଫାରୋ-ନଖୋ ଯୋଶୀୟଙ୍କର ପୁତ୍ର ଇଲୀୟାକୀମଙ୍କୁ ତାଙ୍କର ପିତା ଯୋଶୀୟଙ୍କର ପଦରେ ରାଜା କଲା ଓ ତାଙ୍କର ନାମ ବଦଳାଇ ଯିହୋୟାକୀମ୍ ରଖିଲା; ମାତ୍ର ସେ ଯିହୋୟାହସଙ୍କୁ ନେଇ ଗଲା; ଆଉ ସେ ମିସରରେ ଉପସ୍ଥିତ ହୋଇ ସେଠାରେ ମଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ଫାରୋ-ନଖୋ ଯୋଶିୟଙ୍କର ପୁତ୍ର ଇଲିୟାକୀମ୍ ଯିଏ ଯୋଶିୟଙ୍କର ସ୍ଥାନରେ ନୂଆ ରାଜା ପଦରେ ଘୋଷଣା କଲେ, ସେ ତାଙ୍କର ନାମ ଯିହୋଯାକୀମ୍ ରଖିଲା। କିନ୍ତୁ ଯିହୋୟାହ‌ସଙ୍କୁ ସେ ମିଶରକୁ ନେଇଗଲେ ଓ ସେହିଠାରେ ତାଙ୍କର ମୃତ୍ୟୁ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଫାରୋ-ନଖୋ ଯୋଶୀୟଙ୍କର ପୁତ୍ର ଇଲିୟାକୀମ୍‍ଙ୍କୁ ତାଙ୍କର ପିତା ଯୋଶୀୟଙ୍କର ପଦରେ ରାଜା କଲା ଓ ତାଙ୍କର ନାମ ବଦଳାଇ ଯିହୋୟାକୀମ୍‍ ରଖିଲା; ମାତ୍ର ସେ ଯିହୋୟାହସ୍‌ଙ୍କୁ ନେଇଗଲା; ଆଉ ସେ ମିସରରେ ଉପସ୍ଥିତ ହୋଇ ସେଠାରେ ମଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଫାରୋ-ନଖୋ ଯୋଶୀୟଙ୍କର ପୁତ୍ର ଇଲିୟାକୀମ୍‍ଙ୍କୁ ତାଙ୍କର ପିତା ଯୋଶୀୟଙ୍କର ପଦରେ ରାଜା କଲା ଓ ତାଙ୍କର ନାମ ବଦଳାଇ ଯିହୋୟାକୀମ୍‍ ରଖିଲା; ମାତ୍ର ସେ ଯିହୋୟାହସ୍‌ଙ୍କୁ ନେଇ ଗଲା; ଆଉ ସେ ମିସରରେ ଉପସ୍ଥିତ ହୋଇ ସେଠାରେ ମଲେ।