2 Kings 23:35 — Compare Translations

5 translations compared side by side

Odia - 1840
"ଯିହାୟୋକୀମ୍ ଫାରୋକୁ ସହେି ସବୁ ସୁନା ଓ ରୂପା ଦେଲେ ମାତ୍ର ଫାରୋ ଆଜ୍ଞାନୁସା ରେ ସହେି ରେ ୗପ୍ୟ ଓ ସୁବର୍ଣ୍ଣ ଦବୋ ନିମିତ୍ତ ସେ ଦସବୋସୀଙ୍କ ଉପରେ କର ବସାଇଲେ। ସେ ଫାରୋଙ୍କୁ ଦବୋ ପାଇଁ ନିରୁପିତ କର ଅନୁସାରେ ଦେଶବାସୀଙ୍କଠାରୁ ସହେି ରୂପା ଓ ସୁନା ଆଦାଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଯିହୋୟାକୀମ୍ ଫାରୋକୁ ସେହି ସକଳ ରୂପା ଓ ସୁନା ଦେଲେ; ମାତ୍ର ଫାରୋର ଆଜ୍ଞାନୁସାରେ ସେହିସବୁ ଦେବା ନିମନ୍ତେ ସେ ଦେଶ ଉପରେ କର ବସାଇଲେ; ସେ ଫାରୋ-ନଖୋକୁ ଦେବା ନିମନ୍ତେ ପ୍ରତ୍ୟେକର ଉପରେ ନିରୂପିତ କର ଅନୁସାରେ ଦେଶର ଲୋକମାନଙ୍କଠାରୁ ସେହି ରୂପା ଓ ସୁନା ଆଦାୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋୟାକୀମ୍ ଫାରୋକୁ ସେହିସବୁ ସୁନା ଓ ରୂପା ଦେଲେ ମାତ୍ର ଫାରୋ ଆଜ୍ଞାନୁସାରେ ସେହି ରୌପ୍ୟ ଓ ସୁବର୍ଣ୍ଣ ଦେବା ନିମିତ୍ତ ସେ ଦେଶବାସୀଙ୍କ ଉପରେ କର ବସାଇଲେ। ସେ ଫାରୋଙ୍କୁ ଦେବା ପାଇଁ ନିରୂପିତ କର ଅନୁସାରେ ଦେଶବାସୀଙ୍କଠାରୁ ସେହି ରୂପା ଓ ସୁନା ଆଦାୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିହୋୟାକୀମ୍‍ ଫାରୋକୁ ସେହି ସକଳ ରୂପା ଓ ସୁନା ଦେଲେ; ମାତ୍ର ଫାରୋର ଆଜ୍ଞାନୁସାରେ ସେହି ସବୁ ଦେବା ନିମନ୍ତେ ସେ ଦେଶ ଉପରେ କର ବସାଇଲେ। ସେ ଫାରୋ-ନଖୋକୁ ଦେବା ନିମନ୍ତେ ପ୍ରତ୍ୟେକର ଉପରେ ନିରୂପିତ କର ଅନୁସାରେ ଦେଶର ଲୋକମାନଙ୍କଠାରୁ ସେହି ରୂପା ଓ ସୁନା ଆଦାୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯିହୋୟାକୀମ୍‍ ଫାରୋକୁ ସେହି ସକଳ ରୂପା ଓ ସୁନା ଦେଲେ; ମାତ୍ର ଫାରୋର ଆଜ୍ଞାନୁସାରେ ସେହିସବୁ ଦେବା ନିମନ୍ତେ ସେ ଦେଶ ଉପରେ କର ବସାଇଲେ। ସେ ଫାରୋ-ନଖୋକୁ ଦେବା ନିମନ୍ତେ ପ୍ରତ୍ୟେକର ଉପରେ ନିରୂପିତ କର ଅନୁସାରେ ଦେଶର ଲୋକମାନଙ୍କଠାରୁ ସେହି ରୂପା ଓ ସୁନା ଆଦାୟ କଲେ।