2 Kings 23:36 — Compare Translations

5 translations compared side by side

Odia - 1840
"ଯିହାୟୋଦାରକୀମ୍ ଯେତବେେଳେ ରାଜା ହେଲ ଯେତବେେଳେ ତାଙ୍କୁ ପଚିଶ ବର୍ଷ ହାଇେଥିଲା। ସେ ୟିରୁଶାଲମ୍ ରେ ଏଗାର ବର୍ଷ ରାଜତ୍ବ କଲେ। ତାଙ୍କର ମାତାଙ୍କ ନାମ ସବୀଦା ଓ ସେ ରୂମା ନିବାସୀ ପଦାଯର କନ୍ଯା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୋୟାକୀମ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ସବୀଦା, ସେ ରୁମା ନିବାସୀ ପଦାୟର କନ୍ୟା ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋୟାକୀମ୍ ଯେତେବେଳେ ରାଜା ହେଲେ ସେତେବେଳେ ତାଙ୍କୁ ପଚିଶ୍ ବର୍ଷ ହୋଇଥିଲା। ସେ ଯିରୁଶାଲମରେ ଏଗାର ବର୍ଷ ରାଜତ୍ୱ କଲେ। ତାଙ୍କର ମାତାଙ୍କ ନାମ ସବୀଦା ଓ ସେ ରୂମା ନିବାସୀ ପଦାୟର କନ୍ୟା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୋୟାକୀମ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ସବୀଦା, ସେ ରୁମା ନିବାସୀ ପଦାୟର କନ୍ୟା ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଯିହୋୟାକୀମ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ସବୀଦା, ସେ ରୁମା ନିବାସୀ ପଦାୟର କନ୍ୟା ଥିଲେ।