2 Kings 23:37 — Compare Translations
5 translations compared side by side
Odia - 1840
"ଏହି ଯିହାୟୋଦାରକୀମ୍ ସମାନ ତାଙ୍କ ପୂର୍ବପୁରୁଷମାନଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟି ରେ କୁକର୍ମ ରେ ଲିପ୍ତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଯିହୋୟାକୀମ୍ ଆପଣା ପୂର୍ବପୁରୁଷଗଣର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଯିହୋୟାକୀମ୍ ସମାନ ତାଙ୍କ ପୂର୍ବପୁରୁଷମାନଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମରେ ଲିପ୍ତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଯିହୋୟାକୀମ୍ ଆପଣା ପୂର୍ବପୁରୁଷଗଣର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ଯିହୋୟାକୀମ୍ ଆପଣା ପୂର୍ବପୁରୁଷଗଣର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।