2 Kings 23:5 — Compare Translations

5 translations compared side by side

Odia - 1840
"ରାଜା ସମସ୍ତ ସାଧାରଣ ଲୋକ ଯାଜକ ଭାବରେ ଯିହୁଦାର ରାଜାଙ୍କ ଦ୍ବାର ନିୟୁକ୍ତି ହାଇେଥିଲେ, ଯାଜକ ରୂପେ ସବୋ କରିବାକୁ ବରଖାସ୍ତ କଲେ। ଏହି ଭଣ୍ତ ଯାଜକଗଣ ଯିହୁଦାର ପ୍ରେତ୍ୟକକ ନଗରର ଉଚ୍ଚସ୍ଥାନ ରେ ସବୁବେଳେ ଧୂପ ଜାଳନ୍ତି ଓ ୟିରୁଶାଲମସ୍ଥିତ ଚତୁର୍ଦ୍ଦିଗସ୍ଥିତ ସମସ୍ତ ନଗର ରେ ବାଲ୍ଙ୍କ ସମ୍ମାନାର୍ଥେ ସୂର୍ୟ୍ଯ,ଚନ୍ଦ୍ର ଗ୍ରହ ଏବଂ ଆକାଶର ସମସ୍ତ ଶକ୍ତିଗୁଡିକରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯିହୁଦାର ରାଜାମାନେ ଯେଉଁ ପୌତ୍ତଳିକ ପୁରୋହିତମାନଙ୍କୁ ଯିହୁଦା ଦେଶସ୍ଥ ନଗରସବୁର ଉଚ୍ଚସ୍ଥଳୀମାନରେ ଓ ଯିରୂଶାଲମର ଚତୁର୍ଦ୍ଦିଗବର୍ତ୍ତୀ ସ୍ଥାନସବୁରେ ଧୂପ ଜ୍ଵଳାଇବା ପାଇଁ ନିଯୁକ୍ତ କରିଥଲେ, ସେମାନଙ୍କୁ, ମଧ୍ୟ ଯେଉଁମାନେ ବାଲ୍ର, ସୂର୍ଯ୍ୟର ଓ ଚନ୍ଦ୍ରର ଓ ଗ୍ରହଗଣର ଓ ଆକାଶସ୍ଥ ସମସ୍ତ ବାହିନୀର ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇଲେ, ସେସବୁକୁ ସେ ରହିତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜାମାନେ ସମସ୍ତ ସାଧାରଣ ଲୋକଙ୍କୁ ଯାଜକ ଭାବରେ ଯିହୁଦାର ରାଜାଙ୍କ ଦ୍ୱାରା ନିଯୁକ୍ତି ହୋଇଥିଲେ, ଯାଜକ ରୂପେ ସେବା କରିବାକୁ ବରଖାସ୍ତ କଲେ। ଏହି ଭଣ୍ତ ଯାଜକଗଣ ଯିହୁଦାର ପ୍ରତ୍ୟେକ ନଗରର ଉଚ୍ଚସ୍ଥାନରେ ସବୁବେଳେ ଧୂପ ଜଳାଇଲେ ଓ ଯିରୁଶାଲମସ୍ଥିତ ଚତୁର୍ଦ୍ଦିଗସ୍ଥିତ ସମସ୍ତ ନଗରରେ ବା‌ଲ୍‌‌‌ର ସମ୍ମାନାର୍ଥେ ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଏବଂ ଆକାଶର ସମସ୍ତ ଶକ୍ତିଗୁଡ଼ିକରେ ମଧ୍ୟ ସେହିପରି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯିହୁଦାର ରାଜାମାନେ ଯେଉଁ ପୌତ୍ତଳିକ ପୁରୋହିତମାନଙ୍କୁ ଯିହୁଦା ଦେଶସ୍ଥ ନଗରସବୁର ଉଚ୍ଚସ୍ଥଳୀମାନରେ ଓ ଯିରୂଶାଲମର ଚତୁର୍ଦ୍ଦିଗର ସ୍ଥାନସବୁରେ ଧୂପ ଜ୍ୱଳାଇବା ପାଇଁ ନିଯୁକ୍ତ କରିଥିଲେ, ସେମାନଙ୍କୁ, ମଧ୍ୟ ଯେଉଁମାନେ ବାଲ୍‍ର, ସୂର୍ଯ୍ୟର ଓ ଚନ୍ଦ୍ରର ଓ ଗ୍ରହଗଣର ଓ ଆକାଶସ୍ଥ ବାହିନୀ ସକଳ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ, ସେସବୁକୁ ସେ ରହିତ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଯିହୁଦାର ରାଜାମାନେ ଯେଉଁ ପୌତ୍ତଳିକ ପୁରୋହିତମାନଙ୍କୁ ଯିହୁଦା ଦେଶସ୍ଥ ନଗରସବୁର ଉଚ୍ଚସ୍ଥଳୀମାନରେ ଓ ଯିରୂଶାଲମର ଚତୁର୍ଦ୍ଦିଗର ସ୍ଥାନସବୁରେ ଧୂପ ଜ୍ୱଳାଇବା ପାଇଁ ନିଯୁକ୍ତ କରିଥଲେ, ସେମାନଙ୍କୁ, ମଧ୍ୟ ଯେଉଁମାନେ ବାଲ୍‍ର, ସୂର୍ଯ୍ୟର ଓ ଚନ୍ଦ୍ରର ଓ ଗ୍ରହଗଣର ଓ ଆକାଶସ୍ଥ ବାହିନୀ ସକଳ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ, ସେସବୁକୁ ସେ ରହିତ କଲେ।