2 Kings 23:6 — Compare Translations
5 translations compared side by side
Odia - 1840
"ଆଉ ଯୋଶିୟଯ ସଦାପ୍ରଭୁଙ୍କ ମନ୍ଦିରରୁ ଆଶରୋ ମୂର୍ତ୍ତୀ କାଢିନଇେ ୟିରୁଶାଲମର ବାହା ରେ କିଦ୍ରୋଣ ନଦୀ ଓ ନିକଟକୁ ଆଣିଲେ। ସଠାେରେ ସେ ଏହାକୁ ଦଗ୍ଧ କଲେ ଓ ତାକୁ ପଷେି ଧୂଳି କଲେ। ସହେି ଚୁର୍ଣ୍ଣକୁ ନଇେ ସାମାନ୍ଯ ଲୋକମାନଙ୍କ କବର ଉପରେ ନିକ୍ଷପେ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ସଦାପ୍ରଭୁଙ୍କ ଗୃହରୁ ଆଶେରାମୂର୍ତ୍ତି ବାହାର କରି ଯିରୂଶାଲମର ବାହାରେ କିଦ୍ରୋଣ ନଦୀକି ଆଣିଲେ ଓ କିଦ୍ରୋଣ ନଦୀ ନିକଟରେ ତାହା ଦଗ୍ଧ କରି ଓ ତାହା ପେଷି ଚୂର୍ଣ୍ଣ କଲେ ଓ ସେହି ଚୂର୍ଣ୍ଣ ସାଧାରଣ ଲୋକମାନଙ୍କ କବର ଉପରେ ନିକ୍ଷେପ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯୋଶିୟ ସଦାପ୍ରଭୁଙ୍କ ମନ୍ଦିରରୁ ଆଶେରା ମୂର୍ତ୍ତି କାଢ଼ିନେଇ ଯିରୁଶାଲମର ବାହାରେ କିଦ୍ରୋଣ ନଦୀ ନିକଟକୁ ଆଣିଲେ। ସେଠାରେ ସେ ଏହାକୁ ଦଗ୍ଧ କଲେ ଓ ତାକୁ ପେଷି ଧୂଳି କଲେ। ସେହି ଚୂର୍ଣ୍ଣକୁ ନେଇ ସାମାନ୍ୟ ଲୋକମାନଙ୍କ କବର ଉପରେ ନିକ୍ଷେପ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯୋଶୀୟ ସଦାପ୍ରଭୁଙ୍କ ଗୃହରୁ ଆଶେରା ମୂର୍ତ୍ତି ବାହାର କରି ଯିରୂଶାଲମର ବାହାରେ କିଦ୍ରୋଣ ନଦୀକୁ ଆଣିଲେ ଓ କିଦ୍ରୋଣ ନଦୀ ନିକଟରେ ତାହା ଦଗ୍ଧ କରି ପେଷି ଚୂର୍ଣ୍ଣ କଲେ ଓ ସେହି ଚୂର୍ଣ୍ଣ ସାଧାରଣ ଲୋକମାନଙ୍କ କବର ଉପରେ ନିକ୍ଷେପ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯୋଶୀୟ ସଦାପ୍ରଭୁଙ୍କ ଗୃହରୁ ଆଶେରା ମୂର୍ତ୍ତି ବାହାର କରି ଯିରୂଶାଲମର ବାହାରେ କିଦ୍ରୋଣ ନଦୀକୁ ଆଣିଲେ ଓ କିଦ୍ରୋଣ ନଦୀ ନିକଟରେ ତାହା ଦଗ୍ଧ କରି ପେଷି ଚୂର୍ଣ୍ଣ କଲେ ଓ ସେହି ଚୂର୍ଣ୍ଣ ସାଧାରଣ ଲୋକମାନଙ୍କ କବର ଉପରେ ନିକ୍ଷେପ କଲେ।