2 Kings 23:7 — Compare Translations

5 translations compared side by side

Odia - 1840
"ତା'ପରେ ଯୋଶିୟଯ ରାଜା ସଦାପ୍ରଭୁଙ୍କ ମନ୍ଦିର ରେ ଥିବା ସଦୋମୀମାନଙ୍କ ଗୃହ ସବୁ ଭାଙ୍ଗି ପକାଇଲେ। ସ୍ତ୍ରୀଲୋକମାନେ ଏହି ଗୃହଗୁଡିକ ବ୍ଯବହାର କଲେ ଓ ଆଶରରେ ସମ୍ମାନ ପାଇଁ େଛାଟ ଛାଉଣୀର ପରଦା ନିର୍ମାଣ କଲେ ଏବଂ ସଗେୁଡିକୁ ମଧ୍ଯ ଭାଙ୍ଗି ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ଯେଉଁ ସ୍ଥାନରେ ସ୍ତ୍ରୀମାନେ ଆଶେରା ନିମନ୍ତେ ପଟଗୃହ ନିର୍ମାଣ କଲେ, ସଦାପ୍ରଭୁଙ୍କ ଗୃହରେ ସ୍ଥିତ ସଦୋମୀମାନଙ୍କ ସେହି ଗୃହସବୁ ଭାଙ୍ଗି ପକାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୋଶିୟ ରାଜା ସଦାପ୍ରଭୁଙ୍କ ମନ୍ଦିରରେ ଥିବା ସଦୋମୀମାନଙ୍କ ଗୃହ ସବୁ ଭାଙ୍ଗି ପକାଇଲେ। ସ୍ତ୍ରୀଲୋକମାନେ ଏହି ଗୃହଗୁଡ଼ିକ ବ୍ୟବହାର କଲେ ଓ ଆଶେରର ସମ୍ମାନ ପାଇଁ ଛୋଟ ଛାଉଣିର ପରଦା ନିର୍ମାଣ କଲେ ଏବଂ ସେଗୁଡ଼ିକୁ ମଧ୍ୟ ଭାଙ୍ଗି ଦିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ଯେଉଁ ସ୍ଥାନରେ ସ୍ତ୍ରୀମାନେ ଆଶେରା ନିମନ୍ତେ ପଟଗୃହ ନିର୍ମାଣ କଲେ, ସଦାପ୍ରଭୁଙ୍କ ଗୃହରେ ସ୍ଥିତ ସଦୋମୀମାନଙ୍କ ସେହି ଗୃହସବୁ ଭାଙ୍ଗି ପକାଇଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ଯେଉଁ ସ୍ଥାନରେ ସ୍ତ୍ରୀମାନେ ଆଶେରା ନିମନ୍ତେ ପଟଗୃହ ନିର୍ମାଣ କଲେ, ସଦାପ୍ରଭୁଙ୍କ ଗୃହରେ ସ୍ଥିତ ସଦୋମୀମାନଙ୍କ ସେହି ଗୃହସବୁ ଭାଙ୍ଗି ପକାଇଲେ।