2 Kings 23:9 — Compare Translations
4 translations compared side by side
Odia - 1840
"ସହେି ଯାଜକମାନେ ସାଧାରଣ ଲୋକଙ୍କ ସହିତ ତାଡିଶୂନ୍ଯ ରୋଟି ଭୋଜନ କଲେ। ରାଜା ଯୋଶିୟଯ ସହେି ଉଚ୍ଚସ୍ଥଳୀଗୁଡିକୁ ଭାଙ୍ଗି ପକାଇଲେ ଓ ସେ ଯାଜକମାନଙ୍କୁ ୟିରୁଶାଲମକୁ ନଇେ ଆସିଲେ। ସେ ମଧ୍ଯ ନଗର ଦ୍ବାର ରେ ପ୍ରବେଶକାରୀ ମନୁଷ୍ଯର ବାମ ଦିଗସ୍ଥିତ ନଗରାଧ୍ଯକ୍ଷ ଯିହାଶୂେୟର ନଗର ଦ୍ବାର ରେ ଉଚ୍ଚସ୍ଥଳୀ ଭାଙ୍ଗି ପକାଇଲେ। ଯିହାଶୂେୟ ନଗରର ଶାସକ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଉଚ୍ଚସ୍ଥଳୀର ଯାଜକମାନେ ଯିରୂଶାଲମସ୍ଥ ସଦାପ୍ରଭୁଙ୍କ ଯଜ୍ଞବେଦି ନିକଟକୁ ଆସିଲେ ନାହିଁ, ମାତ୍ର ସେମାନେ ଆପଣା ଭ୍ରାତୃଗଣ ମଧ୍ୟରେ ଥାଇ ତାଡ଼ିଶୂନ୍ୟ ରୋଟୀ ଭୋଜନ କଲେ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଉଚ୍ଚସ୍ଥଳୀର ଯାଜକମାନେ ଯିରୂଶାଲମସ୍ଥ ସଦାପ୍ରଭୁଙ୍କ ଯଜ୍ଞବେଦି ନିକଟକୁ ଆସିଲେ ନାହିଁ, ମାତ୍ର ସେମାନେ ଆପଣା ଭ୍ରାତୃଗଣ ମଧ୍ୟରେ ଥାଇ ତାଡ଼ିଶୂନ୍ୟ ରୁଟି ଭୋଜନ କଲେ।
Odia IRV 2017 (ଓଡିଆ ବାଇବେଲ)
ତଥାପି ଉଚ୍ଚସ୍ଥଳୀର ଯାଜକମାନେ ଯିରୂଶାଲମସ୍ଥ ସଦାପ୍ରଭୁଙ୍କ ଯଜ୍ଞବେଦି ନିକଟକୁ ଆସିଲେ ନାହିଁ, ମାତ୍ର ସେମାନେ ଆପଣା ଭ୍ରାତୃଗଣ ମଧ୍ୟରେ ଥାଇ ତାଡ଼ିଶୂନ୍ୟ ରୁଟି ଭୋଜନ କଲେ।