2 Kings 24:1 — Compare Translations
5 translations compared side by side
Odia - 1840
"ଯିହାୟୋକୀମ୍ର ରାଜତ୍ବ କାଳ ରେ, ବାବିଲର ରାଜା ନବୂଖଦ୍ନିତ୍ସର ୟିହୂଦା ଓ ଯିହାୟୋକୀମ୍କୁ ତିନି ବର୍ଷ ଧରି ଆକ୍ରମଣ କଲେ। ତା'ପରେ ସେ ତାଙ୍କୁ ଅମାନ୍ଯ କରି ତାଙ୍କର ବିଦ୍ରୋହୀ ହେଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାଙ୍କର ଅଧିକାରର ସମୟରେ ବାବିଲ୍ର ରାଜା ନବୂଖଦ୍ନିତ୍ସର ଆସନ୍ତେ, ଯିହୋୟାକୀମ୍ ତିନି ବର୍ଷ ତାହାର ଦାସ ହେଲେ; ତହିଁ ଉତ୍ତାରେ ସେ ଫେରି ତାହାର ବିଦ୍ରୋହୀ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ନବୂଖଦ୍ନିତ୍ସରଙ୍କ ଯିହୁଦା ଆଗମନ ଯିହୋୟାକୀମ୍ର ରାଜତ୍ୱ କାଳରେ, ବାବିଲର ରାଜା ନବୂଖଦ୍ନିତ୍ସର ଯିହୁଦା ଓ ଯିହୋୟାକୀମଙ୍କୁ ତିନି ବର୍ଷ ଧରି ଆକ୍ରମଣ କଲେ। ତା’ପରେ ସେ ତାଙ୍କୁ ଅମାନ୍ୟ କରି ତାଙ୍କର ବିଦ୍ରୋହୀ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୋୟାକୀମ୍ଙ୍କ ରାଜତ୍ୱ ସମୟରେ ବାବିଲର ରାଜା ନବୂଖଦ୍ନିତ୍ସର ଯିହୁଦା ଉପରେ ଆକ୍ରମଣ କଲେ, ପୁଣି ଯିହୋୟାକୀମ୍ ତିନି ବର୍ଷ ତାହାର ଦାସ ହେଲେ; ତହିଁ ଉତ୍ତାରେ ସେ ଫେରି ତାହାର ବିଦ୍ରୋହୀ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଯିହୋୟାକୀମ୍ଙ୍କ ରାଜତ୍ଵ ସମୟରେ ବାବିଲର ରାଜା ନବୂଖଦ୍ନିତ୍ସର ଯିହୁଦା ଉପରେ ଆକ୍ରମଣ କଲେ, ପୁଣି ଯିହୋୟାକୀମ୍ ତିନି ବର୍ଷ ତାହାର ଦାସ ହେଲେ; ତହିଁ ଉତ୍ତାରେ ସେ ଫେରି ତାହାର ବିଦ୍ରୋହୀ ହେଲେ।