2 Kings 24:10 — Compare Translations
5 translations compared side by side
Odia - 1840
"ସହେି ସମୟରେ ନବୂଖଦ୍ନିତ୍ସରଙ୍କ ଅଧିକାରୀମାନେ ୟିରୁଶାଲମ୍କୁ ଆସି ତାଙ୍କୁ ଅବରୋଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ବାବିଲ୍ର ରାଜା ନବୂଖଦ୍ନିତ୍ସରର ଦାସମାନେ ଯିରୂଶାଲମକୁ ଆସିଲେ, ତହିଁରେ ନଗର ଅବରୁଦ୍ଧ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ନବୂଖଦ୍ନିତ୍ସରଙ୍କ ଅଧିକାରୀମାନେ ଯିରୁଶାଲମକୁ ଆସି ତାଙ୍କୁ ଅବରୋଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ବାବିଲର ରାଜା ନବୂଖଦ୍ନିତ୍ସରର ଦାସମାନେ ଯିରୂଶାଲମକୁ ଆସିଲେ, ତହିଁରେ ନଗର ଅବରୁଦ୍ଧ ହେଲା।
Odia IRV 2017 (ଓଡିଆ ବାଇବେଲ)
ସେସମୟରେ ବାବିଲର ରାଜା ନବୂଖଦ୍ନିତ୍ସରର ଦାସମାନେ ଯିରୂଶାଲମକୁ ଆସିଲେ, ତହିଁରେ ନଗର ଅବରୁଦ୍ଧ ହେଲା।