2 Kings 24:11 — Compare Translations
5 translations compared side by side
Odia - 1840
"ତା'ପରେ ବାବିଲର ରାଜା ନବୂଖଦ୍ତ୍ସର ଅବରୋଧ ହାଇେଥିବା ନଗର ରେ ତାଙ୍କର ଅଧିକାରୀମାନଙ୍କ ଦ୍ବାରା ଉପସ୍ଥିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତାହାର ଦାସମାନେ ଅବରୋଧ କରୁଥିବା ସମୟରେ ବାବିଲ୍ର ରାଜା ନବୂଖଦ୍ନିତ୍ସର ନଗରରେ ଉପସ୍ଥିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ବାବିଲର ରାଜା ନବୂଖଦ୍ନିତ୍ସର ଅବରୋଧ ହୋଇଥିବା ନଗରରେ ତାଙ୍କର ଅଧିକାରୀମାନଙ୍କ ଦ୍ୱାରା ଉପସ୍ଥିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତାହାର ଦାସମାନେ ଅବରୋଧ କରୁଥିବା ସମୟରେ ବାବିଲର ରାଜା ନବୂଖଦ୍ନିତ୍ସର ନଗରରେ ଉପସ୍ଥିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ତାହାର ଦାସମାନେ ଅବରୋଧ କରୁଥିବା ସମୟରେ ବାବିଲର ରାଜା ନବୂଖଦ୍ନିତ୍ସର ନଗରରେ ଉପସ୍ଥିତ ହେଲା।