2 Kings 24:12 — Compare Translations

5 translations compared side by side

Odia - 1840
"ତେଣୁ ଯିହୁଦାର ରାଜା ୟିହୋଯାଖୀନ୍, ତାଙ୍କର ମାତା, ତାଙ୍କର ଦାସମାନେ, ତାଙ୍କର ଅଧିପତିମାନେ ଓ ତାଙ୍କର ନଫୁସକମାନେ ବାବିଲ ରାଜାଙ୍କୁ ଭଟେିବାକୁ ଗଲେ। ମାତ୍ର ବାବିଲର ରାଜା ଯିହାୟୋଦାରଖୀନ୍ଙ୍କୁ ଧରି ତାଙ୍କୁ ବନ୍ଦୀରୂପେ ନେଲେ। ଏହା ନବୂଖଦ୍ନିତ୍ସରଙ୍କ ଅଷ୍ଟମ ବର୍ଷ ରାଜତ୍ବ କାଳ ରେ ଘଟିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯିହୁଦାର ରାଜା ଯିହୋୟାଖୀନ୍ ଓ ତାଙ୍କର ମାତା ଓ ତାଙ୍କର ଦାସମାନେ ଓ ତାଙ୍କର ଅଧିପତିମାନେ ଓ ତାଙ୍କର ନପୁଂସକମାନେ ବାବିଲ୍-ରାଜା ନିକଟକୁ ବାହାରି ଗଲେ; ପୁଣି ବାବିଲ୍-ରାଜା ଆପଣା ଅଧିକାରର ଅଷ୍ଟମ ବର୍ଷରେ ତାଙ୍କୁ ଧରିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯିହୁଦାର ରାଜା ଯିହୋୟାଖୀନ୍, ତାଙ୍କର ମାତା, ତାଙ୍କର ଦାସମାନେ, ତାଙ୍କର ଅଧିପତିମାନେ ଓ ତାଙ୍କର ନପୁଂସକମାନେ ବାବିଲ ରାଜାଙ୍କୁ ଭେଟିବାକୁ ଗଲେ। ମାତ୍ର ବାବିଲର ରାଜା ଯିହୋୟାଖୀ‌‌ନଙ୍କୁ ଧରି ତାଙ୍କୁ ବନ୍ଦୀରୂପେ ନେଲେ। ଏହା ନବୂଖ‌ଦ୍‌ନିତ୍ସରଙ୍କ ଅଷ୍ଟମ ବର୍ଷ ରାଜତ୍ୱ କାଳରେ ଘଟିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯିହୁଦାର ରାଜା ଯିହୋୟାଖୀନ୍‍ ଓ ତାଙ୍କର ମାତା ଓ ତାଙ୍କର ଦାସମାନେ ଓ ତାଙ୍କର ଅଧିପତିମାନେ ଓ ତାଙ୍କର ନପୁଂସକମାନେ ବାବିଲ ରାଜା ନିକଟକୁ ବାହାରିଗଲେ; ପୁଣି ବାବିଲ ରାଜା ଆପଣା ରାଜତ୍ଵର ଅଷ୍ଟମ ବର୍ଷରେ ତାଙ୍କୁ ଧରିଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯିହୁଦାର ରାଜା ଯିହୋୟାଖୀନ୍‍ ଓ ତାଙ୍କର ମାତା ଓ ତାଙ୍କର ଦାସମାନେ ଓ ତାଙ୍କର ଅଧିପତିମାନେ ଓ ତାଙ୍କର ନପୁଂସକମାନେ ବାବିଲ ରାଜା ନିକଟକୁ ବାହାରି ଗଲେ; ପୁଣି ବାବିଲ ରାଜା ଆପଣା ରାଜତ୍ଵର ଅଷ୍ଟମ ବର୍ଷରେ ତାଙ୍କୁ ଧରିଲା।