2 Kings 24:14 — Compare Translations
5 translations compared side by side
Odia - 1840
"ଆଉ ସେ ୟିରୁଶାଲମ୍ର ସମସ୍ତ ଲୋକଙ୍କୁ, ସମସ୍ତ ଅଧିପତିଙ୍କୁ ଓ ମହାବିକ୍ରମଶାଳୀ ଲୋକମାନଙ୍କୁ ଏପରି 10,000 ଲୋକଙ୍କୁ ବନ୍ଦୀ କଲେ। ଆଉ ସେ ସମସ୍ତ ଦକ୍ଷ ଶିଳ୍ପୀ ଓ କର୍ମକାରୀମାନଙ୍କୁ ନଇଗେଲେ କବଳେ ଦେଶ ରେ ନିତାନ୍ତ ଦରିଦ୍ର ଲୋକ ଛଡା ଆଉ ଅବଶିଷ୍ଟ କହେି ରହିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ସେ ଯିରୂଶାଲମର ସମଗ୍ର ଲୋକଙ୍କୁ ଓ ଅଧିପତି ସମସ୍ତଙ୍କୁ ଓ ମହାବିକ୍ରମଶାଳୀ ଲୋକ ସମସ୍ତଙ୍କୁ, ଏପରି ଦଶ ସହସ୍ର ବନ୍ଦୀଙ୍କୁ, ଆଉ ସମସ୍ତ ଶିଳ୍ପକାର ଓ କର୍ମକାରମାନଙ୍କୁ ନେଇଗଲା; ଦେଶର ନିତା; ଦରିଦ୍ର ଲୋକ ଛଡ଼ା ଆଉ କେହି ଅବଶିଷ୍ଟ ରହିଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେ ଯିରୁଶାଲମର ସମସ୍ତ ଲୋକଙ୍କୁ, ସମସ୍ତ ଅଧିପତିଙ୍କୁ ଓ ମହାବିକ୍ରମଶାଳୀ ଲୋକମାନଙ୍କୁ ଏପରି 10,000 ଲୋକଙ୍କୁ ବନ୍ଦୀ କଲେ। ଆଉ ସେ ସମସ୍ତ ଦକ୍ଷ ଶିଳ୍ପୀ ଓ କର୍ମକାରୀମାନଙ୍କୁ ନେଇଗଲେ କେବଳ ଦେଶରେ ନିତାନ୍ତ ଦରିଦ୍ର ଲୋକ ଛଡ଼ା ଆଉ ଅବଶିଷ୍ଟ କେହି ରହିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ସେ ଯିରୂଶାଲମର ସମଗ୍ର ଲୋକଙ୍କୁ ଓ ଅଧିପତି ସମସ୍ତଙ୍କୁ ଓ ମହାବିକ୍ରମଶାଳୀ ଲୋକ ସମସ୍ତଙ୍କୁ, ଏପରି ଦଶ ସହସ୍ର ବନ୍ଦୀଙ୍କୁ, ଆଉ ସମସ୍ତ ଶିଳ୍ପକାର ଓ କର୍ମକାରମାନଙ୍କୁ ନେଇଗଲା। ଦେଶର ନିତାନ୍ତ ଦରିଦ୍ର ଲୋକ ଛଡ଼ା ଆଉ କେହି ଅବଶିଷ୍ଟ ରହିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)