2 Kings 24:15 — Compare Translations
5 translations compared side by side
Odia - 1840
"ପୁଣି ନବୂଖଦ୍ନିତ୍ସର ଯିହାୟୋଦାରଖୀନଙ୍କୁ, ତାଙ୍କ ମାତାଙ୍କୁ, ତାଙ୍କ ପତ୍ନୀମାନଙ୍କୁ, ତାଙ୍କର ନଫୁସକମାନଙ୍କୁ ଓ ତାଙ୍କର ପ୍ରଧାନ ଲୋକମାନଙ୍କୁ ବନ୍ଦୀ କର ୟିରୁଶାଲମ୍ରୁ ବାବିଲକୁ ନଇେ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ସେ ଯିହୋୟାଖୀନ୍ଙ୍କୁ ବାବିଲ୍କୁ ନେଇଗଲା ଏବଂ ରାଜାଙ୍କ ମାତାକୁ ଓ ରାଜାଙ୍କର ପନିୀମାନଙ୍କୁ ଓ ତାଙ୍କର ନପୁଂସକମାନଙ୍କୁ ଓ ଦେଶର ପ୍ରଧାନ ଲୋକମାନଙ୍କୁ ସେ ଯିରୂଶାଲମରୁ ବନ୍ଦୀ କରି ବାବିଲ୍କୁ ନେଇଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ନବୂଖଦ୍ନିତ୍ସର ଯିହୋୟାଖୀନଙ୍କୁ, ତାଙ୍କ ମାତାଙ୍କୁ, ତାଙ୍କ ପତ୍ନୀମାନଙ୍କୁ, ତାଙ୍କର ନପୁଂସକମାନଙ୍କୁ ଓ ତାଙ୍କର ପ୍ରଧାନ ଲୋକମାନଙ୍କୁ ବନ୍ଦୀ କରି ଯିରୁଶାଲମରୁ ବାବିଲକୁ ନେଇ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ନବୂଖଦ୍ନିତ୍ସର ଯିହୋୟାଖୀନ୍ଙ୍କୁ ବାବିଲକୁ ନେଇଗଲା ଏବଂ ରାଜାଙ୍କ ମାତାକୁ ଓ ରାଜାଙ୍କର ପତ୍ନୀମାନଙ୍କୁ ଓ ତାଙ୍କର ନପୁଂସକମାନଙ୍କୁ ଓ ଦେଶର ପ୍ରଧାନ ଲୋକମାନଙ୍କୁ ସେ ଯିରୂଶାଲମରୁ ବନ୍ଦୀ କରି ବାବିଲକୁ ନେଇଗଲା।
Odia IRV 2017 (ଓଡିଆ ବାଇବେଲ)
ଆହୁରି ନବୂଖଦ୍ନିତ୍ସର ଯିହୋୟାଖୀନ୍ଙ୍କୁ ବାବିଲକୁ ନେଇଗଲା ଏବଂ ରାଜାଙ୍କ ମାତାକୁ ଓ ରାଜାଙ୍କର ପତ୍ନୀମାନଙ୍କୁ ଓ ତାଙ୍କର ନପୁଂସକମାନଙ୍କୁ ଓ ଦେଶର ପ୍ରଧାନ ଲୋକମାନଙ୍କୁ ସେ ଯିରୂଶାଲମରୁ ବନ୍ଦୀ କରି ବାବିଲକୁ ନେଇଗଲା।