2 Kings 24:16 — Compare Translations

5 translations compared side by side

Odia - 1840
"ଆଉ ମଧ୍ଯ ସେ 7,000 ବଳବାନ ସୈନିକ ଓ 1,000 ଶିଳ୍ପୀ ଓ କର୍ମଚାରୀମାନଙ୍କୁ ବନ୍ଦୀ କରି ୟିରୁଶାଲମରୁ ନଇଗେଲା। ଏମାନେ ସମସ୍ତେ ତାଲିମ୍ପ୍ରାପ୍ତ ସୈନିକ ଥିଲେ ଓ ୟୁଦ୍ଧ ଯୋଗ୍ଯ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସମସ୍ତ ବଳବାନ ଲୋକଙ୍କୁ, ଅର୍ଥାତ୍, ସାତ ସହସ୍ର ଲୋକଙ୍କୁ ଓ ଏକ ସହସ୍ର ଶିଳ୍ପକାର ଓ କର୍ମକାର ଲୋକଙ୍କୁ ବାବିଲ୍-ରାଜା ବନ୍ଦୀ କରି ବାବିଲ୍‍କୁ ନେଇଗଲା, ଏସମସ୍ତେ ବଳବାନ ଓ ଯୁଦ୍ଧଯୋଗ୍ୟ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମଧ୍ୟ ସେ 7000 ବଳବାନ ସୈନିକ ଓ 1000 ଶିଳ୍ପୀ ଓ କର୍ମଗ୍ଭରୀମାନଙ୍କୁ ବନ୍ଦୀ କରି ଯିରୁଶାଲମରୁ ନେଇଗଲା। ଏମାନେ ସମସ୍ତେ ତାଲିମପ୍ରାପ୍ତ ସୈନିକ ଥିଲେ ଓ ଯୁଦ୍ଧ ଯୋଗ୍ୟ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସମସ୍ତ ବଳବାନ ଲୋକଙ୍କୁ, ଅର୍ଥାତ୍‍, ସାତ ସହସ୍ର ଲୋକଙ୍କୁ ଓ ଏକ ସହସ୍ର ଶିଳ୍ପକାର ଓ କର୍ମକାର ଲୋକଙ୍କୁ ବାବିଲ ରାଜା ବନ୍ଦୀ କରି ବାବିଲକୁ ନେଇଗଲା, ଏସମସ୍ତେ ବଳବାନ ଓ ଯୁଦ୍ଧଯୋଗ୍ୟ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସମସ୍ତ ବଳବାନ ଲୋକଙ୍କୁ, ଅର୍ଥାତ୍‍, ସାତ ସହସ୍ର ଲୋକଙ୍କୁ ଓ ଏକ ସହସ୍ର ଶିଳ୍ପକାର ଓ କର୍ମକାର ଲୋକଙ୍କୁ ବାବିଲ ରାଜା ବନ୍ଦୀ କରି ବାବିଲକୁ ନେଇଗଲା, ଏସମସ୍ତେ ବଳବାନ ଓ ଯୁଦ୍ଧଯୋଗ୍ୟ ଥିଲେ।