2 Kings 24:17 — Compare Translations
5 translations compared side by side
Odia - 1840
"ପୁଣି ବାବିଲର ରାଜା ଯିହାୟୋଦାରଖୀନର ମାମୁଁ ମତ୍ତନିଯଙ୍କୁ ତାଙ୍କ ପଦ ରେ ରାଜା କଲେ ଓ ତାଙ୍କ ନାମ ବଦଳାଇ ସିଦିକିଯ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ବାବିଲ୍ର ରାଜା ଯିହୋୟାଖୀନ୍ର ପିତୃବ୍ୟ ମତ୍ତନୀୟଙ୍କୁ ତାଙ୍କ ନାମ ବଦଳାଇ ସିଦିକୀୟ ରଖିଲା ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ସିଦିକିୟ ପୁଣି ବାବିଲର ରାଜା ଯିହୋୟାଖୀନ୍ର ମାମୁଁ ମତ୍ତନିୟଙ୍କୁ ତାଙ୍କ ପଦରେ ରାଜା କଲେ ଓ ତାଙ୍କ ନାମ ବଦଳାଇ ସିଦିକିୟ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ବାବିଲର ରାଜା ଯିହୋୟାଖୀନ୍ର ପିତୃବ୍ୟ ମତ୍ତନୀୟଙ୍କୁ ତାଙ୍କର ପଦରେ ରାଜା କଲା ଓ ତାଙ୍କ ନାମ ବଦଳାଇ ସିଦିକୀୟ ରଖିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ବାବିଲର ରାଜା ଯିହୋୟାଖୀନ୍ର ପିତୃବ୍ୟ ମତ୍ତନୀୟଙ୍କୁ ତାଙ୍କର ପଦରେ ରାଜା କଲା ଓ ତାଙ୍କ ନାମ ବଦଳାଇ ସିଦିକୀୟ ରଖିଲା।