2 Kings 24:18 — Compare Translations
5 translations compared side by side
Odia - 1840
"ସିଦିକିଯ ଶାସନ କଲା ବଳକେୁ ତାଙ୍କୁ ଏକୋଇଶ ବର୍ଷ ହାଇେଥିଲା। ସେ ଏଗାର ବର୍ଷ ୟିରୁଶାଲମ୍ ରେ ରାଜତ୍ବ କଲେ। ତାଙ୍କ ମାତାଙ୍କ ନାମ ହମୂଟଲ ଓ ସେ ଲିବ୍ନା ନିବାସୀ ୟିରମିଯର କନ୍ଯା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ଏକୋଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ହମୁଟଲ୍; ସେ ଲିବ୍ନା-ନିବାସୀ ଯିରିମୀୟର କନ୍ୟା ।
Odia Bible ERV 2004 (ପବିତ୍ର ବାଇବଲ)
ସିଦିକିୟ ଶାସନ କଲା ବେଳକୁ ତାଙ୍କୁ ଏକୋଇଶ ବର୍ଷ ହୋଇଥିଲା। ସେ ଏଗାର ବର୍ଷ ଯିରୁଶାଲମରେ ରାଜତ୍ୱ କଲେ। ତାଙ୍କ ମାତାଙ୍କ ନାମ ହମୂଟଲ ଓ ସେ ଲିବ୍ନା ନିବାସୀ ଯିରିମିୟର କନ୍ୟା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ଏକୋଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ। ତାଙ୍କର ମାତାଙ୍କର ନାମ ହମୁଟଲ୍; ସେ ଲିବ୍ନା ନିବାସୀ ଯିରିମୀୟର କନ୍ୟା।
Odia IRV 2017 (ଓଡିଆ ବାଇବେଲ)
ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ଏକୋଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ। ତାଙ୍କର ମାତାଙ୍କର ନାମ ହମୁଟଲ୍; ସେ ଲିବ୍ନା ନିବାସୀ ଯିରିମୀୟର କନ୍ୟା।